ସପ୍ତାହ ଶେଷରେ..... ଚର୍ଚ୍ଚିତ ଖବରର ବ୍ୟବଚ୍ଛେଦ.... ସ୍ବତନ୍ତ୍ର କାର୍ଯ୍ୟକ୍ରମ... "ଶୁଣ ସୁଜନ" ଆମଖବର ସହ ଯୋଡ଼ି ହେବାକୁ ଛାହାନ୍ତିକି ? ଯୋଗାଯୋଗ କରନ୍ତୁ ୮୨୪୯୯୧୫୧୬୧
ଅବିଭକ୍ତ କଟକ

ନିଆଳୀରେ ଦୁର୍ଘଟଣା, ଜଣେ ମୃତ

ଫୁଲନଖରା ନିଆଳି ୬୦ ନମ୍ବର ରାଜ୍ୟ ରାଜପଥର ନିଆଳି ନିକଟ ହଳଦୀ ବସନ୍ତ ଛକ ଠାରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣା । ନିଆଳି ଅଭିମୁଖେ ଆସୁଥିବା ଏକ ଅଟୋ ଓ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଛି।ମୃତକ ସ୍ଥାନୀୟ ଅଞ୍ଚଳର ମନୋଜ କୁମାର ଦାସ ହୋଇଥିବା ବେଳେ ସମସ୍ତ ଗୁରୁତରଙ୍କୁ ପ୍ରଥମେ ନିଆଳି ଓ ପରେପରେ ଅଡ଼ଶପୁର ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

Quis autem vel eum iure reprehenderit qui in ea voluptate velit esse quam nihil molestiae consequatur, vel illum qui dolorem?

Temporibus autem quibusdam et aut officiis debitis aut rerum necessitatibus saepe eveniet.

ସପ୍ତାହ ଶେଷରେ..... ଚର୍ଚ୍ଚିତ ଖବରର ବ୍ୟବଚ୍ଛେଦ.... ସ୍ବତନ୍ତ୍ର କାର୍ଯ୍ୟକ୍ରମ... "ଶୁଣ ସୁଜନ" ଆମଖବର ସହ ଯୋଡ଼ି ହେବାକୁ ଛାହାନ୍ତିକି ? ଯୋଗାଯୋଗ କରନ୍ତୁ ୮୨୪୯୯୧୫୧୬୧
To Top