ରାଜଧାନୀ

ବଜାରରେ ତାଣ୍ଡବ

ଭୁବନେଶ୍ୱର ଦୁଇ ନମ୍ବର ମାର୍କେଟ ରେ ଦୋକାନୀ ଓ ଗ୍ରାହକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ନେଇ କିଛି ସମୟ ପାଇଁ ରଣକ୍ଷେତ୍ର ପାଲଟିଥିଲା।

ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଦୁଇ ଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରିଥିବା ବେଳେ ଦୁଇଜଣଙ୍କୁ ଗିରଫ କରିଛି। ତେବେ ମୁଖ୍ୟ ଅଭିଯୁକ୍ତକୁ ଖୁବ୍ ଶିଘ୍ର ଗିରଫ କରିବାକୁ ପୋଲିସ ଉଦ୍ୟମ କରୁଥିବା ବେଳ ପରିସ୍ଥିତି ଶାନ୍ତ ଥିବା ଡିସିପି ଗଣମାଧ୍ୟମ କୁ ସୂଚନା ଦେଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

eighteen − 16 =

Most Popular

To Top