ସପ୍ତାହ ଶେଷରେ..... ଚର୍ଚ୍ଚିତ ଖବରର ବ୍ୟବଚ୍ଛେଦ.... ସ୍ବତନ୍ତ୍ର କାର୍ଯ୍ୟକ୍ରମ... "ଶୁଣ ସୁଜନ" ଆମଖବର ସହ ଯୋଡ଼ି ହେବାକୁ ଛାହାନ୍ତିକି ? ଯୋଗାଯୋଗ କରନ୍ତୁ ୮୨୪୯୯୧୫୧୬୧
ରାଜ୍ୟ

CORONA BREAKING: ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ବଢିଲା ଆଉ ୧

ଆଜି ଭୁବନେଶ୍ୱର ରେ ଆଉ ଜଣେ କରୋନା ସଂକ୍ରମିତଙ୍କ ଚିହ୍ନଟ ହୋଇଛନ୍ତି। ବ୍ୟକ୍ତି ଜଣକ ୟୁନିଟ ୪ ମଧୁସୂଦନ ନଗର ବାସିନ୍ଦା ହୋଇଥିବା ବେଳେ ତାଙ୍କର ବୟସ ୪୨ବର୍ଷ ବୋଲି ଜଣାପଡିଛି। ସେହିପରି ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଖବର ହେଉଛି ଗତକାଲି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକ ଭୁବନେଶ୍ୱର ଝାରପଡା ଅଞ୍ଚଳର ୭୨ ବର୍ଷୀୟ ବୃଦ୍ଧ ।ସେ କରୋନା ସଂକ୍ରମିତ ହୋଇ ଏମ୍ସରେ ଚିକିତ୍ସିତ ହେଉଥିଲେ।

ଏପରି ସ୍ଥଳେ ସରକାରଙ୍କ ଗୋଟିଏ ଅନୁରୋଧ,ଘରେ ରୁହନ୍ତୁ, ସାମାଜିକ ଦୂରତା ରକ୍ଷା କରନ୍ତୁ।

Click to comment

Leave a Reply

Your email address will not be published. Required fields are marked *

Most Popular

Quis autem vel eum iure reprehenderit qui in ea voluptate velit esse quam nihil molestiae consequatur, vel illum qui dolorem?

Temporibus autem quibusdam et aut officiis debitis aut rerum necessitatibus saepe eveniet.

ସପ୍ତାହ ଶେଷରେ..... ଚର୍ଚ୍ଚିତ ଖବରର ବ୍ୟବଚ୍ଛେଦ.... ସ୍ବତନ୍ତ୍ର କାର୍ଯ୍ୟକ୍ରମ... "ଶୁଣ ସୁଜନ" ଆମଖବର ସହ ଯୋଡ଼ି ହେବାକୁ ଛାହାନ୍ତିକି ? ଯୋଗାଯୋଗ କରନ୍ତୁ ୮୨୪୯୯୧୫୧୬୧
To Top