ଜ୍ଞାନ-ଆଧାରିତ ଦୁନିଆ ପାଇଁ କିଶୋରୀମାନଙ୍କୁ ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱ
ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ବିଭାଗ, ଓଡ଼ିଶା ସରକାର ଓ ବିର୍ଲା ଗ୍ଲୋବାଲ ବିଶ୍ୱବିଦ୍ୟାଳୟ (ବିଜିୟୁ), ଭୁବନେଶ୍ୱର ମଧ୍ୟରେ ୧୫.୧୦.୨୦୨୬ ତାରିଖରେ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଏକ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହୋଇଥିଲା। ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର-ତଥା-ଶାସନ ସଚିବ ମୃଣାଳିନୀ ଦରସୱାଲଙ୍କ ଉପସ୍ଥିତିରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଥିଲା। ବିଭାଗ ତରଫରୁ ବିଭାଗର କମିଶନର-ତଥା-ଶାସନ ସଚିବ ମୃଣାଳିନୀ ଦରସୱାଲ ଏବଂ ବିର୍ଲା ଗ୍ଲୋବାଲ…


