
କୋରାପୁଟ କଫି ପିଇ ପ୍ରଶଂସା କଲେ ରାଜ୍ୟପାଳ
ଭୁବନେଶ୍ୱର: ରାଜ୍ୟପାଳ ଡ.ହରି ବାବୁ କମ୍ଭମପାଟି କୋରାପୁଟ ଜିଲ୍ଲା ଗସ୍ତ କରିଛନ୍ତି। ଜୟପୁର ବିମାନ ବନ୍ଦରରେ ପହଞ୍ଚିବା ପରେ ରାଜ୍ୟପାଳ ଡ଼ ହରି ବାବୁ କମ୍ଭମପାଟିଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଜୟପୁର ବିମାନ ବନ୍ଦରରେ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ, ଏସପି ରୋହିତ ବର୍ମା,ଉପ ଜିଲ୍ଲାପାଳ ଜୟପୁର ଆକ୍କାଭରମ ଶଶ୍ୟା ରେଡ଼ି ଉପସ୍ଥିତ ରହିଥିଲେ। ପରେ କୋରାପୁଟ କଫି ବୋର୍ଡ଼ରେ ପହଞ୍ଚି କଫି ଚାଷୀ ମାନଙ୍କ ସହ ଆଲୋଚନା କରିଥିଲେ।…