ସ୍ୱର୍ଣ୍ଣମନ୍ଦିରକୁ ଟାର୍ଗେଟ କରିଥିଲେ ପାକିସ୍ତାନୀ ସେନା
ଅମୃତସର: ପହଲଗାଓଁରେ ଆତଙ୍କବାଦୀଙ୍କ ଦ୍ୱାରା ନରସଂହାର ପରେ ପାକିସ୍ତାନ ପକ୍ଷରୁ ଲଗାତର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇ ସୀମା ଆରପଟୁ ଗୁଳି ଚାଳନା କରାଯିବା ପରେ ଭାରତ ‘ଅପରେସନ ସିନ୍ଦୁର’ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା । ଭାରତୀୟ ସେନା ପାକିସ୍ତାନ ମଧ୍ୟରେ ରହିଥିବା ୯ଟି ଆତଙ୍କବାଦୀ ଆଡ୍ଡା ଉପରେ ଆକ୍ରମଣ କରି ତାହାକୁ ଧ୍ୱଂସ କରିଦେଇଥିବାବେଳେ ପାକିସ୍ତାନ କୋ÷ଣସି ବାଟ ନପାଇ ଭାରତର ଧର୍ମୀୟ ସ୍ଥଳ ଉପରେ ଆକ୍ରମଣ କରିବା ଆରମ୍ଭ କରିଦେଇଥିଲା । ଏହା ଅମୃତସରସ୍ଥିତ…
