ରାଜ୍ୟରେ ଅଭିଭାବକ ଶିକ୍ଷକ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: ଚଳିତ ଶିକ୍ଷାବର୍ଷ ୨୦୨୫-୨୬ର ଦ୍ୱିତୀୟ ଅଭିଭାବକ, ଶିକ୍ଷକ-ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟି ବୈଠକ ସାରା ରାଜ୍ୟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ “ଆସ ସ୍କୁଲ ଯିବା ଅଭିଯାନ”, ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ପାଇଁ ନିରାପଦ ପରିବେଶ ସୃଷ୍ଟି, ବାଳିକାମାନଙ୍କର ସୁରକ୍ଷା ଓ ନିରାପତ୍ତା ପାଇଁ ସଚେତନତା ଓ କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କ ପାଇଁ ସୁରକ୍ଷାକୁ ସୁନିଶ୍ଚିତ କରିବା, ମାଆ ପାଇଁ ଗଛଟିଏ ୨.୦, କୈଶୋର ଛାତ୍ରୀମାନଙ୍କ ପାଇଁ ଇନ୍ସିନେରେଟର ଓ ଭେଣ୍ଡିଂ ମେସିନ୍ର…
