ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ କୃଷିଭବନ ଅଡିଟୋରିଅମଠାରେ ମାନ୍ୟବର ମତ୍ସ୍ୟ ଓ ପ୍ରାଣୀସମ୍ପଦ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ମତ୍ସ୍ୟ ଅଧିକାରୀମାନଙ୍କର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ୩୦ ଗୋଟି ଜିଲ୍ଲାର ଜିଲ୍ଲା ମତ୍ସ୍ୟ ଅଧିକାରୀ ଯୋଗ ଦେଇଥିଲେ। ଏଥିରେ ମନ୍ତ୍ରୀ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ପ୍ରମୁଖ ଯୋଜନା ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା (MMKY) ଏବଂ ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା (PMMSY) ଅଧୀନରେ…
