‘ଦକ୍ଷତା (Skill)ର ସମସ୍ତ ସ୍ତରରେ ଉତ୍କର୍ଷ ହାସଲ କରିବା ହେଉଛି ଆମର ଲକ୍ଷ୍ୟ’
ଭୁବନେଶ୍ୱର: ଓଡିଶାରେ ଏବେ ବ୍ୟାପକ ଶିଳ୍ପାୟନ ପ୍ରକ୍ରିୟା ଆରମ୍ଭ ହୋଇଛି। ନିଜକୁ କୌଣସି କ୍ଷେତ୍ରରେ ଦକ୍ଷ କରାନ୍ତୁ, ଦେଖିବେ ଆମରି ଓଡିଶାରେ ହିଁ ଆପଣଙ୍କୁ ନିଯୁକ୍ତି ମିଳିବ କାରଣ ଦକ୍ଷତା କ୍ଷେତ୍ରର ସମସ୍ତ ସ୍ତରରେ ଉତ୍କର୍ଷତା ହାସଲ କରିବା ହେଉଛି ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଓଡିଶା ଦକ୍ଷତା ପ୍ରତିଯୋଗିତା ୨୦୨୫-୨୬ର ସମାପନୀ ସମାରୋହରେ ରାଜ୍ୟର ଦକ୍ଷ ଓ ଯୁବ କୁଶଳୀ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍ବୋଧନ ଦେଇ କହିଥିଲେ। ଏହି ଦକ୍ଷତା…


