‘ଇପିକଲ୍’ର ବିସ୍ତୃତ ସମୀକ୍ଷା କଲେ ଶିଳ୍ପମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ଆହୁରି ତ୍ବରାନ୍ବିତ ହେବ ଶିଳ୍ପ ଅଭିବୃଦ୍ଧି। ଇଣ୍ଡଷ୍ଟ୍ରିଆଲ୍ ପ୍ରମୋସନ ଆଣ୍ଡ ଇନଭେଷ୍ଟମେଣ୍ଟ କର୍ପୋରେସନ ଅଫ୍ ଓଡ଼ିଶା ଲିମିଟେଡ୍ (ଇପିକଲ୍)ର ସମୀକ୍ଷା ବୈଠକରେ ପୁଞ୍ଜିନିବେଶ ପ୍ରସ୍ତାବଗୁଡିକର ବାସ୍ତବ ରୂପାୟନ ଉପରେ ଗୁରୁତ୍ବ ଦେଇଛନ୍ତି ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ। ସମସ୍ତ ବିଭାଗୀୟ ନୋଡାଲ ଅଧିକାରୀଙ୍କୁ ଉଦ୍ୟୋଗୀ ମନୋଭାବ ଗ୍ରହଣ କରିବା ସହ ଶିଳ୍ପଗୁଡ଼ିକର ସହଜ କାର୍ଯ୍ୟକାରିତା ପାଇଁ ଅଧିକ ସକ୍ରିୟ ଭାବେ ସହାୟତା କରିବାକୁ ସେ ନିର୍ଦ୍ଦେଶ…


