୨୦୨୫ ବ୍ୟାଚ୍ର ଆଇଏଏସ୍ ପ୍ରୋବେସନରଙ୍କ ପାଇଁ ଓରିଏଣ୍ଟେସନ କାର୍ଯ୍ୟକ୍ରମ
ଭୁବନେଶ୍ୱର : ଓଡ଼ିଶାର କ୍ରମବିକଶିତ ସହରାଞ୍ଚଳ ଶାସନ ଗଠନତନ୍ତ୍ର ଏବଂ ନାଗରିକ-କେନ୍ଦ୍ରିକ ଆଭିମୁଖ୍ୟ ବିଷୟରେ ବିସ୍ତୃତ ଧାରଣା ପ୍ରଦାନ କରିବା ଉଦ୍ଦେଶ୍ୟରେ, ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଓଡ଼ିଶା କ୍ୟାଡରର ୨୦୨୫ ବ୍ୟାଚ୍ର ୬ ଜଣ ଆଇଏଏସ୍ ପ୍ରୋବେସନରଙ୍କ ପାଇଁ ଏକ ଓରିଏଣ୍ଟେସନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଭାଗର ବରିଷ୍ଠ ଅଧିକାରୀ ଓ ବିଭିନ୍ନ ବିଭାଗୀୟ ମୁଖ୍ୟମାନେ ଯୋଗଦେଇ ଗୃହନିର୍ମାଣ ଓ…


