୨ଟି ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ
ଭୁବନେଶ୍ବର: ଭାରତ ସରକରବଙ୍କ ସାମାଜିକ ମନ୍ତ୍ରଣାଳୟର ମନ୍ତ୍ରୀ ରାମଦାସ ଅଠlୱାଲେଙ୍କ ଅଧ୍ୟକ୍ଷତାରେ ୨ଟି ବିଭାଗର ଏକ ସମୀକ୍ଷା ବୈଠକ ରାଜ୍ୟ ଅତିଥି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗକଲ୍ୟାଣ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ବିଭାଗର ବିଭାଗର ବିଭିନ୍ନ ସରକାରୀ ଯୋଜନା ଗୁଡିକର ଆଲୋଚନା କରିଥିଲେ। ଏହି ବୈଠକରେ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗକଲ୍ୟାଣ ବିଭାଗର କମିଶନର…


