ଓଡିଶାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ
ଭୁବନେଶ୍ୱର: ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ପୁରୀର ସାକ୍ଷୀଗୋପାଳସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ୍ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହି ଜାତୀୟ କାର୍ଯ୍ୟକ୍ରମକୁ “ଏକ ପେଡ ମା କେ ନାମ” ଅଭିଯାନ ଆଧାରରେ ଗଛ ଲଗାଇ ଉଦ୍ଘାଟନ କରିଥିଲେ । ସୂଚନାଯୋଗ୍ୟ…
