ନୂଆପଡା :୧୪ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ହେବ ପ୍ରତିଦ୍ୱନ୍ଦିତା
ଭୁବନେଶ୍ୱର: ନୂଆପଡା ବିଧାନସଭା ଉପନିର୍ବାଚନ ନେଇ ଆଜି ଥିଲା ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଏବଂ ନାମାଙ୍କନ ପତ୍ର ପ୍ରତ୍ୟାହାର ପାଇଁ ଦିବା ୧୧ ଘଟିକାରୁ ଅପରାହ୍ନ ୩ ଘଟିକା ପର୍ଯ୍ୟନ୍ତ ସମୟ ପ୍ରାର୍ଥୀମାନଙ୍କୁ ପ୍ରଦାନ କରାଯାଇଥିଲା। ଜଣେ ବି ପ୍ରାର୍ଥୀ ନାମାଙ୍କନ ପତ୍ର ପ୍ରତ୍ୟାହାର କରିନାହାନ୍ତି। ଅତଏବ, ୧୪ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ନୂଆପଡା ବିଧାନସଭା ଉପନିର୍ବାଚନରେ ହେବ ପ୍ରତିଦ୍ୱନ୍ଦିତା। ଭାରତୀୟ ଜନତା ଦଳରୁ ଜୟ ଢୋଲକିଆ, ବିଜୁ ଜନତା ଦଳରୁ ସ୍ନେହାଙ୍ଗିନୀ ଛୁରିଆ,…


