ଏକ ପେଡ୍ ମା କେ ନାମ 2.0 ରାଜ୍ୟସ୍ତରୀୟ ତଦାରଖ କମିଟି ବୈଠକ
ଭୁବନେଶ୍ୱର : “ଏକ ପେଡ଼ ମା’କେ ନାମ”2.0 କାର୍ଯ୍ୟକ୍ରମ ଅଭିଯାନ ଅଧୀନରେ ବୃକ୍ଷ ରୋପଣର ସୁରକ୍ଷା, ବଞ୍ଚିବା ଓ ସୁସ୍ଥ ଅଭିବୃଦ୍ଧି ପାଇଁ ସ୍ଥିରୀକୃତ ବିସ୍ତୃତ ନିୟମାବଳୀ ଆଧାରରେ ରାଜ୍ୟ ସ୍ତରୀୟ ତଦାରଖ କମିଟିର ବୈଠକ ଗୃହ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେଇଯାଇଛି। ଏହି ବୈଠକରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ, ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଅଧ୍ୟକ୍ଷତା କରି କହିଲେ ଯେ ଚାରା ଗଛ ବଞ୍ଚିବା ଏବଂ ଏହାର ବୃଦ୍ଧି ଉପରେ…


