ଆମ ଭାଷା ଆମର ପରିଚୟ ଓ ଗର୍ବ
ଭୁବନେଶ୍ୱର: ୧ ଏପ୍ରିଲ ‘ଓଡ଼ିଶା ଦିବସ’ରୁ ୧୪ ଏପ୍ରିଲ ‘ଓଡ଼ିଆ ନବବର୍ଷ’ପର୍ଯ୍ୟନ୍ତ ସାରା ରାଜ୍ୟରେ ‘ଓଡ଼ିଆ ପକ୍ଷ-୨୦୨୬’ପାଳନ କରାଯାଉଛି। ଏହି ଅବସରରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକରେ ଓଡ଼ିଆ ଭାଷାରେ ସ୍ପଷ୍ଟ ଭାବେ ନାମଫଳକ ପ୍ରଦର୍ଶନ କରିବା ପାଇଁ ଏକ ବ୍ୟାପକ ସଚେତନତା ଅଭିଯାନ ଓ ପଦଯାତ୍ରା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଲୋଅର ପିଏମ୍ଜି ଠାରୁ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆୟୋଜିତ ଏହି…


