ପରିବେଶ ଅନୁକୁଳ ଗମନାଗମନକୁ ତ୍ୱରାନ୍ୱିତ କରୁଛି ଇ-ବସ୍
ଭୁବନେଶ୍ୱର : ଇ-ବସ୍ ଚଳାଚଳ କ୍ଷେତ୍ରରେ ଓଡ଼ିଶା ଦେଶର ପଞ୍ଚମ ସ୍ଥାନ ହାସଲ କରି ସହରାଞ୍ଚଳ ପରିବହନ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ହାସଲ କରିଛି। ବର୍ତ୍ତମାନ ୪୫୦ ଟି ଇ-ବସ୍ ଚଳାଚଳ କରୁଥିବା ଏବଂ ଆଗାମୀ ବର୍ଷଗୁଡ଼ିକରେ ଏହି ସଂଖ୍ୟା ୧୦୦୦ ଅତିକ୍ରମ କରିବାକୁ ଯୋଜନା କରୁଥିବାରୁ, ସହରଗୁଡ଼ିକୁ ସ୍ୱଚ୍ଛ, ସ୍ମାର୍ଟ ଏବଂ ଅଧିକ ଯାତ୍ରୀ-ଅନୁକୂଳ କରିବା ପାଇଁ ସ୍ବତନ୍ତ୍ର ରଣନୀତି ସହିତ ଦ୍ରୁତ ଗତିରେ ଆଗକୁ ବଢୁଛି। ସମଗ୍ର ଦେଶରେ ବର୍ତ୍ତମାନ ୧୪୩୨୯ ଟି ଇ-ବସ୍…


