ସିକଲ୍ ସେଲ୍ ଏବଂ ଥାଲାସେମିଆ ପରିଚାଳନା ବୈଠକ
ଭୁବନେଶ୍ୱର: ସିକଲ୍ ସେଲ୍ ଏବଂ ଥାଲାସିମିଆ ପରିଚାଳନା ବୈଠକ କମିଶନର ତଥା ଶାସନ ସଚିବ ଅସ୍ବତୀ ଏସ.ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେଇଛି। ବୈଠକରେ ରାଜ୍ୟରେ ସିକଲ୍ ସେଲ୍ ଓ ଥାଲାସିମିଆର ବର୍ତ୍ତମାନ ସ୍ଥିତି, ପ୍ରାରମ୍ଭିକ ସନ୍ଧାନ, ପ୍ରତିରୋଧୀମୂଳକ ବ୍ୟବସ୍ଥା, ଚିକିତ୍ସା ସୁବିଧା ଓ ରୋଗୀ ସେବା ସମ୍ପର୍କରେ ସମୀକ୍ଷା କରାଯାଇଛି। ଏହି ବୈଠକରେ ସ୍କ୍ରିନିଂ ପ୍ରୋଗ୍ରାମ୍, ଜିନେଟିକ କାଉନସିଲିଙ୍ଗ, ନିଦାନ ସୁବିଧା ବାବଦରେ ଆଲୋଚନା କରାଯାଇଛି। ଏନ୍ଏଚ୍ଏମ୍ ମିଶନ୍ ଡିରେକ୍ଟର୍ ଡ଼. ବୃଦ୍ଧା ଡି. ପିପିଟି ପ୍ରେଜେଣ୍ଟେସନ…


