“ୟୁଜର୍ ଏକ୍ସପିରିଏନ୍ସ ଓ ଡିଜାଇନ୍ ସିଷ୍ଟମ୍” ରାଜ୍ୟସ୍ତରୀୟ ସଚେତନତା ଓ କର୍ମଶାଳା ଆୟୋଜିତ
ଭୁବନେଶ୍ୱର: ଲୋକସେବା ଭବନ କନଭେନସନ ସମ୍ମିଳନୀ କେନ୍ଦ୍ରରେ ଉପଭୋକ୍ତା ଅଭିଜ୍ଞତା ଏବଂ ଡିଜାଇନ୍ ସିଷ୍ଟମ ଉପରେ ରାଜ୍ୟସ୍ତରୀୟ ସଚେତନତା ଏବଂ ସମ୍ବେଦନଶୀଳତା କର୍ମଶାଳା ଆୟୋଜିତ ହୋଇଛି। ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ଏବଂ ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ ଏହି କର୍ମଶାଳାର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଡିଜିଟାଲ୍ ସେବାର ମୂଳକେନ୍ଦ୍ରରେ ନାଗରିକଙ୍କ ଆବଶ୍ୟକତାକୁ ରଖି, ସୁଗମ ଓ ସମାବେଶୀୟ ପ୍ଲାଟଫର୍ମ ସୃଷ୍ଟି କରିବା ଆମର ପ୍ରାଥମିକତା ହେବା ଦରକାର …


