ସ୍ତନ୍ୟପାନ ସମର୍ଥନରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ
ଭୁବନେଶ୍ଵର: ସ୍ଥାନୀୟ ଗୀତ ଗୋବିନ୍ଦ ସଦନରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ୨୦୨୫ ର ଶେଷ ଦିନରେ ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା ସମାରୋହ ଉତ୍ସବ ପାଳନ ହୋଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ରୂପେ ସଭାକୁ ସମ୍ବର୍ଦ୍ଧିତ କରି ରାଜ୍ୟରେ ସ୍ତନ୍ୟପାନ ପ୍ରଚାର, ସୁରକ୍ଷା ଓ ସମର୍ଥନ ପାଇଁ ଏକ ଦୃଢ, ସମଗ୍ର ଏବଂ ସମୁଦାୟ ଭାଗୀଦାରି ମାଧ୍ୟମରେ…


