ପୋଶ୍ ଆଇନ, ୨୦୧୩ ସମ୍ବନ୍ଧୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ଷମ
ଭୁବନେଶ୍ୱର: କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ (ସୁରକ୍ଷା, ନିଷେଧ ଓ ନିବାରଣ) ଆଇନ୍-୨୦୧୩ ସମ୍ବନ୍ଧୀୟ ଏକ କର୍ମଶାଳା ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କାର୍ଯ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ଅଧ୍ୟକ୍ଷା ଯୁଗ୍ମ ସ୍ୱତନ୍ତ୍ର ରିଲିଫ୍ କମିଶନର ସ୍ନିUା ଚମ୍ପତିରାୟ ଅଧ୍ୟକ୍ଷତା କରିଥିଲେ। କମିଟିର ସଦସ୍ୟମାନେ ସମସ୍ତ ସରକାରୀ କର୍ମକ୍ଷେତ୍ରରେ ମହିଳାଙ୍କୁ ସୁସ୍ଥ ଏବଂ ନିରାପଦ ପରିବେଶ ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଥିଲେ। କମିଟିର ଲକ୍ଷ୍ୟ, ଆଭିମୁଖ୍ୟ ଓ ପୋଶ୍ ଆଇନ୍,…


