ରାଜ୍ୟରେ ସୃଷ୍ଟି ହେବ ଅଧିକ ୬୩୫୮ ବୁଥ
ଭୁବନେଶ୍ଵର: ମୁଖ୍ୟ ନିର୍ବାଚନ ଅଧିକାରୀ ଆର. ଏସ. ଗୋପାଳନ ବିଭିନ୍ନ ସିକୃତିପ୍ରାପ୍ତ ରାଜନୈତିକ ଦଳ ଗୁଡିକ ସହ ବୈଠକ କରିଛନ୍ତି। ଏହି ବୈଠକରେ ରାଜ୍ୟରେ ଅଧିକ ଛଅ ହଜାର ତିନିଶହ ଅଠାବନ ବୁଥ ସୃଷ୍ଟି ଏବଂ ବୁଥ ସ୍ତରୀୟ ଏଜେଣ୍ଟ (BLA)ଙ୍କୁ ନିଯୁକ୍ତ ବେଳେ ଆବେଦନ ଫର୍ମ(BLA-2)ରେ ଫଟୋ ଏବଂ ମୋବାଇଲ ନମ୍ବର ନିଶ୍ଚିତ ଦେବାକୁ ପଡିବ ବୋଲି ସେ ଉପସ୍ଥିତ ରାଜନୈତିକ ଦଳ ଗୁଡିକର ସଦସ୍ୟଙ୍କୁ କହିଥିଲେ। ଭୋଟରଙ୍କ ସୁବିଧା ତଥା ଭିଡ କମାଇବା ସକାଶେ…


