ଜଳବାୟୁ ସହନଶୀଳ କଙ୍କଡ଼ା ଚାଷ ପଦ୍ଧତି ପାଇଁ ଏକ୍ରିକ୍ ପୁରସ୍କୃତ
ଭୁବନେଶ୍ୱର: ଜୁଲାଇ ୧ରୁ ୩ ତାରିଖପର୍ଯ୍ୟନ୍ତ ଚେନ୍ନାଇ ବ୍ୟବସାୟିକ କେନ୍ଦ୍ର (ଟ୍ରେଡ୍ ସେଣ୍ଟର)ରେ ଅନୁଷ୍ଠିତ ହୋଇଥିବା “ସିଫୁଡ୍ ଏକ୍ସପୋ ଭାରତ-୨୦୨୫ (ଏସଇବି-୨୫)” ରେ ଓଡ଼ିଶାରୁ ଅଂଶ ଗ୍ରହଣ କରିଥିବା ଇସିଆରଆଇସିସି (ଏକ୍ରିକ୍) ପ୍ରକଳ୍ପ ସରକାରୀ କ୍ଷେତ୍ର ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛି। ଜଳବାୟୁ ସହନଶୀଳତା ବୃଦ୍ଧି ପରିପ୍ରେକ୍ଷୀରେ ଓଡ଼ିଶାରେ କାର୍ଯ୍ୟକାରୀ ଭାରତର କୋଷ୍ଟାଲ୍ କମ୍ୟୁନିଟିମାନଙ୍କର ଇସିଆରଆଇସିସି (ଏକ୍ରିକ୍) ପ୍ରକଳ୍ପ ଏହି ସମ୍ମାନ ଜନକ ପୁରସ୍କାର ଲାଭ କରିଛି। ଏହି ସ୍ୱୀକୃତି ଏକ୍ରିକ୍, ଓଡିଶାର…


