ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଜୁନ୍ ୨୯ ତାରିଖରେ ତିନିଜଣ ଭକ୍ତଙ୍କ ମୃତ୍ୟୁ ଘଟଣାରେ ସାକ୍ଷ୍ୟ ଓ ତଥ୍ୟ ଗ୍ରହଣ କରିବେ ଉନ୍ନୟନ କମିଶନର

ଭୁବନେଶ୍ୱର: ଓଡିଶା ସରକାରଙ୍କ ଗୃହ (ସ୍ୱତନ୍ତ୍ର ଶାଖା) ବିଭାଗ, ବିଜ୍ଞପ୍ତି ସଂଖ୍ୟା ୧୩୮୯/ସି, ଭୁବନେଶ୍ୱର ତାରିଖ ୨୯.୦୬ .୨୦୨୫ ଅନୁଯାୟୀ, ତା.୨୯.୦୬ .୨୦୨୫ରେ ପୁରୀର ଗୁଣ୍ଡିଚା ମନ୍ଦିର ନିକଟରେ ଘଟିଥିବା ଦଳାଚକଟା ଯୋଗୁଁ ତିନିଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବା ଭଳି ଦୁଃଖଦ ଘଟଣାର ତଦନ୍ତ ପାଇଁ ଉନ୍ନୟନ ଆୟୁକ୍ତ ତଥା ଅତିରିକ୍ତ ମୁଖ୍ୟ ଶାସ ନସଚିବ, ଓଡ଼ିଶାଙ୍କୁ ଦାୟିତ୍ୱ ଦିଆଯାଇଛି। ଏ ସଂପର୍କରେ ରାଜ୍ୟ ଯୋଜନା ଓ ସଂଯାଜନ ବିଭାଗ ତରଫରୁ ଗତ ଜୁଲାଇ ୩ ତାରିଖରେ…

ସଡ଼କ ସୁରକ୍ଷା ସମ୍ପର୍କିତ ୫୫ଟି କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ

ଭୁବନେଶ୍ୱର: ଦୁର୍ଘଟଣା କେବଳ ପରିବାର କି ରାଜ୍ୟ ନୁହେଁ ସମଗ୍ର ଅର୍ଥନୀତି ଉପରେ ଗଭୀର ପ୍ରଭାବ ପକାଇଥାଏ । ଏହା କୌଣସି ବ୍ୟକ୍ତିଗତ କ୍ଷତି ନୁହେଁ ବରଂ ସାମଗ୍ରୀକ କ୍ଷତି । ତେଣୁ ମୋର ସମସ୍ତଙ୍କୁ ଅନୁରୋଧ, ଘରୁ ବାହରିବାଠୁଁ ନେଇ ଫେରିବା ପର୍ଯ୍ୟନ୍ତ ସଡ଼କର ସମସ୍ତ ନିୟମ ସଠିକ୍‍ ଭାବେ ପାଳନ କରନ୍ତୁ ଓ ସୁରକ୍ଷିତ ଭାବେ ଘରକୁ ଫେରିବାକୁ ନିଶ୍ଚିତ କରନ୍ତୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶୂନ ଦୁର୍ଘଟଣା…

“ସଡକ ସୁରକ୍ଷା ଦିଗରେ ଓଡ଼ିଶାର ଅଭିନବ ଯାତ୍ରା” ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର :  ବାଣିଜ୍ୟ ଏବଂ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ପରିବହନ କମିଶନର ଅମିତାଭ ଠାକୁର ଏବଂ ଆଇଆଇଟି ମାଡ୍ରାସର ସଡ଼କ ସୁରକ୍ଷା ପରାମର୍ଶଦାତା ପ୍ରଫେସର ଭେଙ୍କଟେଶ ବାଲସୁବ୍ରମଣ୍ୟମଙ୍କ ଉପସ୍ଥିତିରେ ବିଭିନ୍ନ ସଡ଼କ ସୁରକ୍ଷା ପଦକ୍ଷେପ ବିଷୟରେ ଆଲୋଚନା ଏବଂ ସମୀକ୍ଷା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଓଡ଼ିଶାରେ ସଡ଼କ ଦୁର୍ଘଟଣା ହ୍ରାସ ଏବଂ ସୁରକ୍ଷିତ ଗାଡ଼ି ଚାଳନା ଅଭ୍ୟାସକୁ ପ୍ରୋତ୍ସାହିତ କରିବା ପାଇଁ ଅନେକ ପ୍ରମୁଖ ପଦକ୍ଷେପ ଉପରେ…

ହାଇଦରାବାଦ ଅଗ୍ନିକାଣ୍ଡ: ଗୋଟିଏ ପରିବାରର ୧୭ ମୃତ

ହାଇଦରାବାଦ: ଏଠାରେ ଏକ ମର୍ମନ୍ତୁଦ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ୧୭ଜଣଙ୍କର ମୃତୁ୍ୟ ଘଟିଛି । ପ୍ରତ୍ୟକ୍ଷଦର୍ଶୀଙ୍କ ସୂତ୍ର ଅନୁଯାୟୀ ନିଆଁରେ ପୋଡିଯାଇ ଅଥବା ଶ୍ୱାସରୁଦ୍ଧ ହୋଇ ସେମାନଙ୍କର ମୃତୁ୍ୟ ଘଟିଥିଲା । ସେମାନଙ୍କ ମଧ୍ୟରେ ମହିଳା ଓ ଶିଶୁ ମଧ୍ୟ ରହିଛନ୍ତି । ଏପରିକି ଜଣେ ମହିଳାଙ୍କର ଏହି ଅଗ୍ନିକାଣ୍ଡରେ ମୃତୁ୍ୟ ଘଟିଥିବାବେଳେ ତାଙ୍କ କୋଳରେ ସେ ଜାବୁଡି ଧରିଥିବା ପିଲାମାନଙ୍କ ଜୀବନ ମଧ୍ୟ ଚାଲିଯାଇଥିଲା । ରବିବାର ପ୍ରତୁ୍ୟଷରେ ଘଟିଥିବା ଏହି ଅଗ୍ନିକାଣ୍ଡ ସମଗ୍ର…