ରାଉଲକେଲା ସହରାଞ୍ଚଳ ରୂପାନ୍ତରଣ ସହିତ ବାସିନ୍ଦାଙ୍କ ଜୀବନଧାରଣର ଗୁଣବତ୍ତାରେ ଉନ୍ନତି ଆଣିବା ଉପରେ ଗୁରୁତ୍ଵ
ଭୁବନେଶ୍ବର : ରାଉଲକେଲା ସ୍ମାର୍ଟ ସିଟି ଲିମିଟେଡର ୩୧ ତମ ବୋର୍ଡ ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ, ସୁନ୍ଦରଗଡ ଜିଲାପାଳ ଡା ଶୁଭଙ୍କର ମହାପାତ୍ର , ରାଉଲକେଲା ସ୍ମାର୍ଟ ସିଟି ଲିମିଟେଡର ସିଇଓ ଧୀନା ଦସ୍ତାଗୀର ପ୍ରମୁଖ ଉପସ୍ଥିତ ଥିଲେ। ବୈଠକରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ଗୁଡିକର ଅଗ୍ରଗତିର ସମୀକ୍ଷା…


