ସାମୁଦ୍ରିକ ପର୍ଯ୍ୟାବରଣର ସୁରକ୍ଷା ସହିତ ଅର୍ଥନୀତିର ବିକାଶ ପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ MoU ସ୍ବାକ୍ଷରିତ
ଭୁବନେଶ୍ୱର : ରାଜ୍ୟରେ ଉପକୂଳ ଅର୍ଥନୀତି ତଥା ସାମୁଦ୍ରିକ ପର୍ଯ୍ୟାବରଣରେ ସନ୍ତୁଳନ ରକ୍ଷାକରିବାର ଲକ୍ଷ୍ୟ ନେଇ ରାଜ୍ୟ ସରକାର କାର୍ଯ୍ୟକାରୀ କରିବେ ଏକ ମେରାଇନ୍ ସ୍ପାସିଆଲ୍ ପ୍ଲାନ୍ ବା MSP। ଏଥିପାଇଁ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ କେନ୍ଦ୍ର ସରକାରଙ୍କ ପୃଥ୍ବୀ-ବିଜ୍ଞାନ ମନ୍ତ୍ରାଳୟ (Ministry of Earth Science) ମଧ୍ୟରେ ଲୋକସଭା ଭବନରେ ଏକ MoU ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ବିଜ୍ଞାନ…


