ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ୩ ଦିନିଆ ତାଲିମ ଉଦଯାପିତ
ଭୁବନେଶ୍ୱର: ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୩ ଦିନିଆ ତାଲିମ କାର୍ଯକ୍ରମ ର।ଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ କକ୍ଷରେ ଉଦଯାପିତ ହୋଇଯାଇଛି। ଏହି ତାଲିମ କାର୍ଯକ୍ରମକୁ ତ। ୨୯.୦୭.୨୦୨୫ରିଖରେ ଶ୍ରମ ଆୟୁକ୍ତ ଇନ୍ଦ୍ରମଣୀ ତ୍ରିପାଠୀ ଉଦଘାଟନ କରିଥିଲେ। ଶ୍ରମ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ନିର୍ଦେଶକ, ରାଜ୍ୟ ଶ୍ରମ ସଂସ୍ଥାନ ନୀତି ରଞ୍ଜନ ଶେନ ଉଦ୍ଘାଟନୀ କାର୍ଯକ୍ରମକୁ ସଂଚାଳନା କରିଥିଲେ। ବିଘ୍ନଜିତ ମହନ୍ତ…
