‘ଜାତୀୟ ପତାକା ‘ତ୍ରିରଙ୍ଗା’୧୪୦ କୋଟି ଭାରତୀୟଙ୍କ ସ୍ୱାଭିମାନ, ଗୌରବ ଓ ଆକାଂକ୍ଷାର ପ୍ରତୀକ’
ଭୁବନେଶ୍ୱର : ପବିତ୍ର ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ଭୁବନେଶ୍ୱରଠାରେ ‘ଘରେ ଘରେ ତ୍ରିରଙ୍ଗା’ଅଭିଯାନର ଐତିହାସିକ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଅଗଷ୍ଟ ୯ ରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରତ୍ୟେକ ଗ୍ରାମ, ପଞ୍ଚାୟତ, ସହର, ଘର, ବିଦ୍ୟାଳୟ ଓ କାର୍ଯ୍ୟାଳୟରେ ଗୌରବର ସହ ଜାତୀୟ ପତାକା ଉଡ଼ାଇବାକୁ ସେ ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କୁ ନିବେଦନ କରିଛନ୍ତି। ନିଜ ଅଭିଭାଷଣ ସ୍ୱାଧୀନତା ସଂଗ୍ରାମୀ, ବୀର ଶହୀଦ ଏବଂ ଓଡ଼ିଶାର…


