ବିଶ୍ୱସ୍ତରରେ ଡିଜିଟାଲ୍ ପ୍ରତିଭା କେନ୍ଦ୍ର ଭାବରେ ଓଡ଼ିଶାର ଭୂମିକାକୁ ସୁଦୃଢ଼ ହେବ: ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ
ଭୁବନେଶ୍ୱର: ଓଡିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ସିଙ୍ଗାପୁରସ୍ଥିତ ଗ୍ଲୋବାଲ୍ ଫାଇନାନ୍ସ ଆଣ୍ଡ୍ ଟେକ୍ନୋଲୋଜି ନେଟୱାର୍କ (GFTN) ସହଭାଗିତାରେ ସମନ୍ୱିତ ଗ୍ଲୋବାଲ୍ ଫାଇନାନ୍ସିଆଲ୍ ଟେକ୍ନୋଲୋଜି କ୍ଷମତା ହବ୍ (I-GFTCH) ର ଆନୁଷ୍ଠାନିକ ଶୁଭାରମ୍ଭ ୨୧ ଅଗଷ୍ଟ ୨୦୨୫ରେ ଅନୁଷ୍ଠିତ ହେବ। ଏ ସଂପର୍କରେ କୃଷି ଭବନସ୍ଥିତ ଅଡ଼ିଟୋରିଅମରେ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ଓଡ଼ିଶାର ଯୁବକଯୁବତୀମାନଙ୍କ ଦକ୍ଷତା ଯେତେ ବୃଦ୍ଧି ହେବ ଓଡ଼ିଶାର ଅର୍ଥନୀତି ସେତେ ସୁଦୃଢ ହେବ। ସେକଥାକୁ…
