କର୍ମ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା ନିବାରଣ ଆଇନ ସଂପର୍କିତ ସଚେତନତା ଶିବିର
ଭୁବନେଶ୍ୱର: ଚଳିତ ଜୁଲାଇ ୨୯ ତାରିଖ ଦିନ ରାଜଭବନର ନୁ୍ୟ ଅଭିଷେକ ହଲ୍ଠାରେ “କର୍ମ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା (ସୁରକ୍ଷା, ନିବାରଣ ଏବଂ ପ୍ରତିକାର) ଆଇନ – ୨୦୧୩”ସଂପର୍କିତ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ରୂପା ରୋଶନ ସାହୁ ଉଦ୍ବୋଧନ ଦେଇ ସଚେତନତା ଶିବିର ଆୟୋଜନର ଉଦେ୍ଦଶ୍ୟ ସଂପର୍କରେ ଆଲୋକପାତ କରିବା ସହ କର୍ମ କ୍ଷେତ୍ରରେ ସଚ୍ଚୋଟତା, ସମ୍ମାନ ଓ ବୃତ୍ତିଗତ ଚିନ୍ତାଧାର ବଜାୟ ରଖିବା ଏବଂ କର୍ମକ୍ଷେତ୍ରକୁ ଏକ ନିରାପଦ…
