ଭିନ୍ନକ୍ଷମମାନଙ୍କ ପାଇଁ କମ୍ପ୍ୟୁଟର ଶିକ୍ଷା ଉପରେ ଆଲୋଚନା
ଭୁବନେଶ୍ବର : ଭିନ୍ନକ୍ଷମ ଆୟୁକ୍ତଙ୍କ ଦ୍ୱାରା ଆୟୋଜିତ “ସକ୍ଷମା”ର ଦ୍ୱିତୀୟ ବୈଠକ ଆୟୁକ୍ତଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି I ଏଥିରେ ମୁଖ୍ୟତଃ ସମାଜର ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଥିବା ଭିନ୍ନକ୍ଷମ ବ୍ୟକ୍ତିମାନେ ଯୋଗ ଦେଇଥିଲେ ଓ ସେମାନଙ୍କ ସହ ଭିନ୍ନକ୍ଷମମାନଙ୍କ ହିତପାଇଁ କାର୍ଯ୍ୟରତ ସ୍ୱେଚ୍ଛାସେବୀ ଅନୁଷ୍ଠାନ, ସରକାରୀ ଓ ବେସରକାରୀ ସଂସ୍ଥା, ଯାଆଁଳା ସ୍ଥିତ କେନ୍ଦ୍ର ସରକାରଙ୍କ ବାକ୍ ଶକ୍ତି ଓ ଭାଷା ଜନିତ ଦୁର୍ବଳତା ପାଇଁ ଥିବା ଅନୁଷ୍ଠାନର ପ୍ରତିନିଧି, ଟାଟା ଷ୍ଟିଲର…
