ସୂଚନା ପ୍ରଯୁକ୍ତିବିଦ୍ୟାର ବିକାଶ ପାଇଁ ସି.ଆଇ.ଆଇ.-ଓଡ଼ିଶା ଆଇ.ଟି. ପ୍ୟାନେଲ୍ର ମିଳିତ ବୈଠକ
ଭୁବନେଶ୍ୱର: ରାଜ୍ୟରେ ସୂଚନା ପ୍ରଯୁକ୍ତିବିଦ୍ୟା ଶିଳ୍ପର ପ୍ରକୃଷ୍ଟ ବିକାଶ ପାଇଁ ଦୃଢ଼ ଶିକ୍ଷାନୁଷ୍ଠାନ-ଶିଳ୍ପ ସହଯୋଗର ଆବଶ୍ୟକତା ଉପରେ ଗୁରୁତ୍ୱ ଆରୋପ କରାଯାଇଛି । ଶିଳ୍ପ ଆବଶ୍ୟକତା ସହିତ ଶୈକ୍ଷିକ ପାଠ୍ୟକ୍ରମକୁ ସମନ୍ୱିତ କରିବା, ଗବେଷଣା କାର୍ଯ୍ୟରେ ସହଭାଗିତାକୁ ପ୍ରୋତ୍ସାହିତ କରିବା ଏବଂ ଛାତ୍ରମାନଙ୍କ ମଧ୍ୟରେ ନବସୃଜନର ବିକାଶ ପାଇଁ ଉପଯୁକ୍ତ ମଞ୍ଚ ସୃଷ୍ଟି କରିବା ଜରୁରୀ ବୋଲି ବୁଧବାର ଭାରତୀୟ ଶିଳ୍ପ ମହାସଙ୍ଘ (ସି.ଆଇ.ଆଇ.)ର ସୂଚନା ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା ସବ୍କମିଟି ଏବଂ ସି.ଆଇ.ଆଇ. ଓଡ଼ିଶା ରାଜ୍ୟ ଆଇ.ଟି….
