ଓଡ଼ିଶାର ସାଂସ୍କୃତିକ ବିଭବକୁ ବିଶ୍ଵସ୍ତରରେ ପ୍ରତିପାଦିତ କରିବା ପାଇଁ ସରକାର ନିରନ୍ତର ପ୍ରୟାସରତ – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ସବୁଠାରୁ ମହତ୍ବପୂର୍ଣ୍ଣ ହେଲେ ସାଧାରଣ ଜନତା। ଜନତାର ପ୍ରତ୍ୟେକବର୍ଗର ଲୋକେ ହେଉଛନ୍ତି ଗଣତାନ୍ତ୍ରିକ ପଦ୍ଧତିର ଅଂଶ ବିଶେଷ। ଏହି ଏକ ବର୍ଷ ଥିଲା ଲୋକଙ୍କ ଆଶା-ଆକାଂକ୍ଷା ପୂରଣ କରିବାର ବର୍ଷ ଏବଂ ଏହି ବର୍ଷ ଥିଲା ସରକାର-ଜନ ସାଧାରଣଙ୍କ ମଧ୍ୟରେ ଥିବା ଖାଇକୁ ଦୂର କରି ସେତୁ ବାନ୍ଧିବାର ବର୍ଷ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ସ୍ଥିତ କନଭେନସନ ସେଣ୍ଟର ଠାରେ ରାଜ୍ୟର ରାଷ୍ଟ୍ରୀୟ ପୁରସ୍କାର ବିଜେତା, ବୁଦ୍ଧିଜୀବୀ…
