ସରଗି ଫୁଲ୍ ମହୋତ୍ସବ: ୩୦ ଟି ଜିଲ୍ଲାରୁ ୧୧୬୦ ଅଂଶଗ୍ରହଣକାରୀ ସାମିଲ୍
ଭୁବନେଶ୍ବର : ଆରମ୍ଭ ହୋଇଯାଇଛି ବହୁ ପ୍ରତିକ୍ଷିତ ସରଗି ଫୁଲ୍ ମହୋତ୍ସବ ୨୦୨୫। ତିନିଦିନବ୍ୟାପୀ ହେବାକୁ ଥିବା ଏହି ମହୋତ୍ସବର ଶୁଭାରମ୍ଭ କରିଛନ୍ତି ନିତ୍ୟାନନ୍ଦ ଗଣ୍ଡ, ମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ। ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ଅଧିନରେ ଥିବା ଆଦିବାସୀ…


