ପିଜିଟି ଶିକ୍ଷକଶିକ୍ଷୟତ୍ରୀଙ୍କ ପାଞ୍ଚ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଘାଟିତ
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ରାଜନୀତି ବିଜ୍ଞାନ ଓ ଅର୍ଥନୀତି ବିଷୟର ସ୍ନାତକୋତ୍ତର ବା ପିଜିଟି ଶିକ୍ଷକଶିକ୍ଷୟତ୍ରୀଙ୍କ ନିମନ୍ତେ ଆରମ୍ଭ ହୋଇଛି ପାଞ୍ଚ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ। ଭୁବନେଶ୍ବର ଶିରିପୁରସ୍ଥିତ ଇମେଜ ଠାରେ ଆଜି ଉଦଘାଟିତ ହୋଇଯାଇଛି ଏହି ପ୍ରଶିକ୍ଷଣ ଶିବିର I ଏହି ପ୍ରଶିକ୍ଷଣରେ ୯୦ ଜଣ ପିଜିଟି ଶିକ୍ଷକଶିକ୍ଷୟତ୍ରୀ ଯୋଗ ଦେଇଛନ୍ତିI ଏହି ଅବସରରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶିକା,…


