“ଓଡିଶାର କୃଷି ବ୍ୟବସାୟ ସମ୍ଭାବନା”ଶୀର୍ଷକ ଜାତୀୟ ସେମିନାର
ଭୁବନେଶ୍ୱର : କୃଷିରେ ଅଭାବୀ କ୍ଷେତ୍ରଗୁଡ଼ିକ ଚିହ୍ନଟ କରି ଓଡିଶାକୁ ଆତ୍ମନିର୍ଭରଶୀଳ କରିବା ପାଇଁ ନୀତି ନିର୍ଦ୍ଧାରକ, ବୈଜ୍ଞାନିକ ଏବଂ ଗବେଷକମାନଙ୍କୁ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଆହ୍ୱାନ ଜଣାଇଛନ୍ତି। ଚଳିତ ଜୁନ୍ ୭ ତାରିଖ ଦିନ ଓୟୁଏଟି (ଓଡିଶା ୟୁନିଭରସିଟି ଅଫ୍ ଏଗ୍ରିକଲଚର୍ ଆଣ୍ଡ୍ ଟେକ୍ନୋଲୋଜି) ଓ ଆଇ.ଏସ୍.ଏ.ଏମ୍. (ଇଣ୍ଡିଆନ ସୋସାଇଟି ଅଫ୍ ଏଗ୍ରିକଲଚରାଲ ମାର୍କେଟିଂ) ହାଇଦ୍ରାବାଦ ଆନୁକୂଲ୍ୟରେ ଓୟୁଏଟି ଠାରେ “”ଓଡିଶାର କୃଷି ବ୍ୟବସାୟ ସମ୍ଭାବନା” ଶୀର୍ଷକ ଜାତୀୟ ସେମିନାରକୁ ଉଦ୍ଘାଟନ କରି…


