ଡିଏଫ୍ଓ ସମ୍ମିଳନୀରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ନେଲେ ସମୀକ୍ଷା
ଭୁବନେଶ୍ୱର: ଓଡ଼ିଶାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ଡିଏଫ୍ଓ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜଙ୍ଗଲ ବିଭାଗର ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମା, ପ୍ରଧାନମୁଖ୍ୟ ବନସଂରକ୍ଷକ ତଥା ବନବାହିନୀ ମୁଖ୍ୟ ସୁରେଶ ପନ୍ତ, ପିସିସିଏଫ୍ (ବନ୍ୟପ୍ରାଣୀ) ପି. କେ. ଝା, ପିସିସିଏଫ୍ (କେ. ଏଲ୍) ଉମା ନନ୍ଦୁରୀ ଏବଂ ଅନ୍ୟାନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ। ସମ୍ମିଳନୀକୁ ସମ୍ବୋଧିତ କରି ମନ୍ତ୍ରୀ ଗଣେଶ…


