୪୦୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ପ୍ରତିଷ୍ଠିତ କମ୍ପାନିର ନିଯୁକ୍ତି ପତ୍ର ପ୍ରଦାନ

ଭୁବନେଶ୍ୱର: ନିଯୁକ୍ତି ଶିକ୍ଷା ଗ୍ରହଣର ଶେଷ ନୁହେଁ ବରଂ ଏକ ନୂତନ ଅଧ୍ୟାୟର ଆରମ୍ଭ। ଭୁବନେଶ୍ୱର ସରକାରୀ ପଲିଟେକନିକରେ ଆୟୋଜିତ କ୍ୟାମ୍ପସ ଟୁ କ୍ୟାରିଅର କାର୍ଯ୍ୟକ୍ରମ ଅବସରରେ ଅନୁଷ୍ଠାନର ୪ଶହରୁ ଅଧିକ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ପତ୍ର ବିତରଣ କରି ଏହା କହିଛନ୍ତି ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ। ବିଭିନ୍ନ ଟ୍ରେଡରେ ପ୍ରଶିକ୍ଷଣ ଶେଷ କରିବା ପରେ, ୩୨ରୁ ଅଧିକ ପ୍ରତିଷ୍ଠିତ କମ୍ପାନି ଯଥା ଟାଟା ପାଓ୍ୱାର, ଜେଓସ୍ଡବ୍ଲୁ, ପେଟିଏମ,…

ଦୟା ନଦୀକୂଳରେ କଳିଙ୍ଗର ବୀର ସୈନମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ତର୍ପଣ ଶିଳାସ୍ତମ୍ଭ ସ୍ଥାପନ ପ୍ରସ୍ତାବ

ଭୁବନେଶ୍ୱର: କଳିଙ୍ଗ ଯୁଦ୍ଧ ପୃଥିବୀ ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା। କଳିଙ୍ଗର ବୀର ସୈନିକମାନେ, ଯେଉଁମାନେ ଚଣ୍ଡାଶୋକଙ୍କୁ ଧର୍ମାଶୋକରେ ରୂପାନ୍ତରିତ କରି ଇତିହାସରେ ବୀରତ୍ବ ଓ ପରିବର୍ତ୍ତନର ମହାନଗାଥା ଲେଖି ଯାଇଥିଲେ, ସେମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ତର୍ପଣ ଶିଳାସ୍ତମ୍ଭ ସ୍ଥାପନର ପ୍ରସ୍ତାବ ଉପରେ ବିଚାର କରିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏକ କମିଟି ଗଠନ କରାଯାଇଛି। ଏକାମ୍ର ବିଧାୟକ ବାବୁ ସିଂଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠିତ ହୋଇଛି। ବିଶିଷ୍ଟ…

ଓଡ଼ିଶାରେ ଜଳକ୍ରୀଡ଼ା କ୍ଷେତ୍ରରେ କ୍ଷମତା ବିକାଶ ପାଇଁ କୌଶଳମୂଳକ ସହଭାଗିତା

ଭୁବନେଶ୍ୱର : ଓଡ଼ିଶାକୁ ଏକ ନିରାପଦ ଏବଂ ପ୍ରମୁଖ ସାହସିକ ପର୍ଯ୍ୟଟନ ଗନ୍ତବ୍ୟ ସ୍ଥଳ ଭାବରେ ଗଢ଼ିତୋଳିବା ପାଇଁ ଚଳିତ ବର୍ଷ ପ୍ରାରମ୍ଭରେ ପର୍ଯ୍ୟଟନ ବିଭାଗ, ଓଡ଼ିଶା ସର୍କାର ପକ୍ଷରୁ ଜଳଭିତ୍ତିକ ପର୍ଯ୍ୟଟନ ଏବଂ ସୁରକ୍ଷା ଭିତ୍ତିଭୂମିକୁ ସୁଦୃଢ଼ କରିବା ନିମନ୍ତେ କୌଶଳମୂଳକ ସହଭାଗିତା ସ୍ଥାପନ କରାଯାଇଛି। ଏହି ପରିପ୍ରେକ୍ଷ୍ୟରେ, ଓଡ଼ିଶାରେ ଦ୍ରୁତ ଗତିରେ ବିକାଶ ପାଉଥିବା ଜଳକ୍ରୀଡ଼ା ପରିବେଶରେ କ୍ଷମତା ବୃଦ୍ଧି, ସୁରକ୍ଷା ମାନଦଣ୍ଡକୁ ସୁଦୃଢ଼ କରିବା ଏବଂ ଆଧୁନିକ ପ୍ରାୟୋଗିକ ଦକ୍ଷତାକୁ ସମ୍ମିଳିତ କରିବା…

ଲିଙ୍ଗରାଜ ମନ୍ଦିର ସେବାୟତଙ୍କ କଲ୍ୟାଣ ପାଇଁ ସ୍ୱତନ୍ତ୍ର ପ୍ରସ୍ତାବ

ଭୁବନେଶ୍ୱର: ମହାପ୍ରଭୁ ଲିଙ୍ଗରାଜଙ୍କ ସତ୍ତ୍ୱଲିପି କମିଟି ପକ୍ଷରୁ ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ଆଇନ୍‌, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ପ୍ରଦାନ କରାଯାଇଛି। ଜଷ୍ଟିସ୍‌ ଡ. ଦୁର୍ଗା ପ୍ରସନ୍ନ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ପ୍ରଫେସର ପ୍ରଫୁଲ୍ଲ କୁମାର ମିଶ୍ର ସଦସ୍ୟ ଥାଇ ଗଠିତ ଦୁଇଜଣିଆ କମିଟି ମନ୍ଦିରର ସେବା ପୂଜା, ଶୃଙ୍ଖଳିତ ନୀତିକାନ୍ତି, ମନ୍ଦିର ଗର୍ଭଗୃହ ଓ ରୋଷଶାଳା ମରାମତି, ଉଜ୍ଜ୍ଵଳ ଆଲୋକୀକରଣ ବ୍ୟବସ୍ଥା, ସେବାୟତ ପାଇଁ ସ୍ୱତନ୍ତ୍ର ତାଲିମ୍‌ କାର୍ଯ୍ୟକ୍ରମ, ହୁଣ୍ଡି ପରିଚାଳନା, ଜମି ସମସ୍ୟା…

ମହାନ ଦୂରଦର୍ଶୀ ଶାସକ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ

ଭୁବନେଶ୍ୱର: ଓଡ଼ିଆ ଜାତିର ଏକତା, ସ୍ୱାଭିମାନ ଓ ସମଗ୍ରିକ ଉନ୍ନତି ପାଇଁ ଅସାଧାରଣ ଅବଦାନ ରଖିଥିବା ମହାନ ଦୂରଦର୍ଶୀ ଶାସକ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଆଦର୍ଶ ଓ କୃତି ଆଜିବି ସମାଜ ପାଇଁ ପଥପ୍ରଦର୍ଶକ ଭାବେ ରହିଛି। ଏହି ପରିପ୍ରେକ୍ଷୀରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ପାରଳା ଗଜପତି ବିକାଶ ମଞ୍ଚର ଯୁଗ୍ମ ଆନୁକୂଲ୍ୟରେ ଜୟଦେବ ଭବନ, ଭୁବନେଶ୍ୱରରେ ଆୟୋଜିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ତାଙ୍କର…

ପ୍ରାୟ ୧୦୦ କୋଟିରେ ୭୬ ଟି ପ୍ରାଣୀ ଚିକିତ୍ସାଳୟ, ୪ଟି ପ୍ରାଣୀ ସହାୟତା କେନ୍ଦ୍ର ଉଦ୍ଘାଟିତ

ଭୁବନେଶ୍ୱର: ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ଅବସରରେ ରାଜ୍ୟ କନଭେନସନ ସେଣ୍ଟର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରାଣିସମ୍ପଦ, ପ୍ରାଣିସ୍ୱାସ୍ଥ୍ୟ ଓ ମତ୍ସ୍ୟପାଳନ କ୍ଷେତ୍ରର ସାମଗ୍ରିକ ବିକାଶ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଏହି ଅବସରରେ ପ୍ରାଣିସ୍ୱାସ୍ଥ୍ୟ ସେବାକୁ ସୁଦୃଢ କରିବା ପାଇଁ ଆଜି ରାଜ୍ୟରେ ପ୍ରାୟ ୧୦୦ କୋଟି ଟଙ୍କାରେ ନିର୍ମିତ ୭୬ ଟି ପ୍ରାଣିଚିକିତ୍ସାଳୟ ଓ ୪ ଟି ପ୍ରାଣୀ ସହାୟତା କେନ୍ଦ୍ରର ନୂତନ ଗୃହ…

ବୈଜ୍ଞାନିକ ପଦ୍ଧତିରେ ଆମ୍ବ ଅମଳ ଏବଂ ପରବର୍ତ୍ତୀ ପରିଚାଳନା ସମ୍ପର୍କରେ ଦକ୍ଷତା ବିକାଶ ଶିବିର

ଭୁବନେଶ୍ଵର: ଓଡ଼ିଶା ଗ୍ରାମୀଣ ବିକାଶ ଏବଂ ମାର୍କେଟିଂ ସୋସାଇଟି (ଓରମାସ) ପକ୍ଷରୁ ଭୁବନେଶ୍ୱରସ୍ଥିତ ଏସଆଇଆରଡି (SIRD) କ୍ୟାମ୍ପସର ମନରେଗା ସମ୍ମିଳନୀ କକ୍ଷରେ ଆମ୍ବ ଚାଷ ସମ୍ପର୍କିତ ଏକ ସ୍ୱତନ୍ତ୍ର ଦକ୍ଷତା ବିକାଶ କର୍ମଶାଳା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ୧୫ଟି ପ୍ରମୁଖ ଆମ୍ବ ଉତ୍ପାଦନକାରୀ ଜିଲ୍ଲାରୁ ଚାଷୀ ଏବଂ କୃଷି ଅଧିକାରୀମାନେ ଏଥିରେ ଭାଗ ନେଇଥିଲେ। ଆମ୍ବକୁ କିପରି ସୁରକ୍ଷିତ ଭାବେ ଅମଳ କରାଯିବ ଏବଂ ବିଦେଶକୁ ରପ୍ତାନି କରି ଅଧିକ ଲାଭ ଅର୍ଜନ କରାଯାଇପାରିବ,…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବଲାଙ୍ଗୀରରେ ହେବ ଚିନି କଳ, ଟେକ୍ସଟାଇଲ୍ ପାର୍କ

ଭୁବନେଶ୍ବର: ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡ଼ିକ ଆଜି କେବଳ ଯୋଜନା କାର୍ଯ୍ୟକାରୀ କରିବା ଭିତରେ ନିଜକୁ ସୀମିତ ରଖିନାହାନ୍ତି, ବରଂ ସାମାଜିକ, ଅର୍ଥନୈତିକ, ମୌଳିକ ସେବା ଭିତ୍ତିଭୂମି, ମାନବ କଲ୍ୟାଣ ତଥା ପ୍ରାକୃତିକ ସମ୍ବଳ ପରିଚାଳନା କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଲାଙ୍ଗୀରଠାରେ ରାଜ୍ୟସ୍ତରୀୟ ‘ଜାତୀୟ ପଞ୍ଚାୟତିରାଜ ଦିବସ’  ପାଳନ ଅବସରରେ କହିଛନ୍ତି। ମୁଖ୍ୟମନ୍ତ୍ରୀ  କହିଥିଲେ ଯେ ଜାତୀୟ ପଞ୍ଚାୟତିରାଜ ଦିବସ କେବଳ ଏକ ସମାବେଶ ନୁହେଁ, ଏହା ଗ୍ରାମାଞ୍ଚଳ…

ରାଜସ୍ବ ପର୍ଷଦ ଅନ୍ତର୍ଗତ ସମସ୍ତ ରିଭିଜନାଲ କୋର୍ଟରେ ୭୬,୦୦୦ ବିଚାରାଧୀନ ମାମଲାର ତ୍ବରିତ ଶୁଣାଣି ଉପରେ ନିର୍ଦ୍ଦେଶ

କଟକ: ରାଜସ୍ଵ ପର୍ଷଦର ସଦସ୍ୟ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ୪୧ ଗୋଟି ରିଭିଜନାଲ୍ କୋର୍ଟର କାର୍ଯ୍ୟ ସମ୍ପାଦନ ପ୍ରକ୍ରିୟାକୁ ତ୍ୱରାନିତ୍ଵ କରିବା ନିମନ୍ତେ ଏକ ସମୀକ୍ଷା ବୈଠକ ସମସ୍ତ ପ୍ରିଜାଇଡିଂ ଅଫିସରମାନଙ୍କ ସହ ଅନୁଷ୍ଠିତ ହୋଇଛି। ଏହି ସମୀକ୍ଷା ବୈଠକରେ କଟକ ଓ ଭୁବନେଶ୍ଵରରେ ଥିବା କୋର୍ଟ ଗୁଡିକର ପ୍ରିଜାଇଡିଂ ଅଫିସରମାନେ ଯୋଗ ଦେଇଥିଲେ ଏବଂ ରାଜସ୍ୱ ବିଭାଗ ତରଫରୁ ଅତିରିକ୍ତ ସଚିବ, ଶ୍ରୀ ଜଗନ୍ନାଥ ମହାପ୍ରଭୁ ଓ ଲିଙ୍ଗରାଜ ମହାପ୍ରଭୁ ପ୍ରଶାସନର ରାଜସ୍ଵ ଅଧିକାରୀ, ରାଜସ୍ୱ…

ଭୁବନେଶ୍ୱରରେ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

ଭୁବନେଶ୍ୱର : ଓଡ଼ିଶା ଜିମ୍ନାଷ୍ଟିକ୍ ଆସୋସିଏସନ (OGA) ପକ୍ଷରୁ ଭୁବନେଶ୍ୱରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। କଳିଙ୍ଗ ଷ୍ଟାଡିୟମଠାରେ ଆସନ୍ତା ଏପ୍ରିଲ ୨୫ ରୁ ମେ ୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍ ବିଷୟରେ ଏଠାରେ ସୂଚନା ଦିଆଯାଇଛି। ଏହି ପ୍ରତିଯୋଗିତା ଓଡ଼ିଶା ଜିମ୍ନାଷ୍ଟିକ୍ ଆସୋସିଏସନ, ଭାରତୀୟ ଜିମ୍ନାଷ୍ଟିକ୍ ଫେଡେରେସନ୍ (GFI) ଏବଂ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗର ମିଳିତ…