‘ଜରୁରୀ କାଳୀନ ପରିସ୍ଥିତି’ସ୍ଵାଧୀନ ଭାରତର ଇତିହାସର ଏକ କଳଙ୍କିତ ଅଧ୍ୟାୟ 

ଭୁବନେଶ୍ୱର: ଭାରତରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା ହେବାର ୫୦ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କର ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମ୍ବିଧାନ ହତ୍ୟା ଦିବସ ୨୦୨୫ ସ୍ଥାନୀୟ ରେଳ ଅଡିଟୋରିଅମ ଠାରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ, ଏହି ‘ଜରୁରୀ କାଳୀନ ପରିସ୍ଥିତି’ସମୟକୁ  ସ୍ଵାଧୀନ ଭାରତର ଇତିହାସର ଏକ କଳଙ୍କିତ ଅଧ୍ୟାୟ ବୋଲି କହିଥିଲେ। ଜରୁରୀକାଳୀନ ପରିସ୍ଥିତିରେ ଯେଉଁ ପ୍ରକାର ଦମନଲୀଳା, ଅକଥନୀୟ ଅତ୍ୟାଚାର…

ରିଲିଆନ୍ସ ନ୍ୟୁ ସୋଲାର ଏନର୍ଜି କମ୍ପାନିରେ ବିଶ୍ୱ ଦକ୍ଷତା କେନ୍ଦ୍ରର ୧୬୭ ଜଣ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି

ଭୁବନେଶ୍ୱର: ସାରା ଦେଶରେ ଏବେ ଅକ୍ଷୟ ଶକ୍ତି ବା ସୌର ଶକ୍ତି ବ୍ୟବହାରର ଚାହିଦା ବଢ଼ି ଚାଲିଛି। ଏହି କ୍ଷେତ୍ର ଲାଗି ଆବଶ୍ୟକ ଦକ୍ଷ ମାନବ ସମ୍ବଳ ସୃଷ୍ଟି ଦିଗରେ ବିଶ୍ୱ ଦକ୍ଷତା କେନ୍ଦ୍ର ବିଶେଷ ଭୂମିକା ଗ୍ରହଣ କରୁଛି। ଏହି କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ପାଠ୍ୟକ୍ରମରେ ତାଲିମ ଶେଷ କରିଥିବା ୧୬୭ ଜଣ ଛାତ୍ରଛାତ୍ରୀ ଦେଶର ପ୍ରମୁଖ ସୌର ଶକ୍ତି ସେବା ପ୍ରଦାନକାରୀ ସଂସ୍ଥା ରିଲିଆନ୍ସ ନ୍ୟୁ ସୋଲାର ଏନର୍ଜିରେ ନିଯୁକ୍ତି ସୁଯୋଗ ପାଇଛନ୍ତି। ବିଶ୍ୱ…

କ୍ରୀଡ଼ାବିତ୍‌ ସମ୍ବର୍ଦ୍ଧିତ

ଭୁବନେଶ୍ୱର: ଏସିଆନ୍‌ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ ଚାମ୍ପିଅନସିପ୍-୨୦୨୫ରେ କାଂସ୍ୟ ପଦକ ଜିତିଥିବା କ୍ରୀଡ଼ାବିତ୍‌ ପ୍ରଣତୀ ନାୟକ ଏବଂ ୩୮ତମ ନ୍ୟାସନାଲ୍ ଅଣ୍ଡର-୯ ଚେସ୍ ଚାମ୍ପିଅନସିପ୍‌ରେ (୩୮ତମ ଜାତୀୟ ୯ବର୍ଷରୁ କମ୍ ଚେସ୍ ଚାମ୍ପିଅନସିପ୍‌) ସଫଳତା ଅର୍ଜନ କରିଥିବା ସାତ୍ତ୍ବିକ ସ୍ବାଇଁଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। କ୍ରୀଡ଼ାବିତ୍‌ ପ୍ରଣତୀ ନାୟକଙ୍କୁ ୭୫,୦୦୦ ଟଙ୍କା ଏବଂ ସାତ୍ତ୍ବିକ ସ୍ବାଇଁଙ୍କୁ ୩୦,୦୦୦ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉଭୟ କ୍ରୀଡ଼ାବିତ୍‌ଙ୍କୁ ସମ୍ବର୍ଦ୍ଧିତ କରିବା ସହିତ ସେମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ।…

ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜନକୈନ୍ଦ୍ରିକ ଶାସନ ପରିଚାଳନା ପାଇଁ  ବୈଷୟିକ ଜ୍ଞାନକୌଶଳର ବ୍ୟାପକ ବ୍ୟବହାର ଉପରେ ମୁଖ୍ୟ ଶାସନ ଗୁରୁତ୍ୱ ଦେଇଛନ୍ତି । କାର୍ଯ୍ୟକାରୀ ହେଉଥିବା ଜନଶୁଣାଣି ବ୍ୟବସ୍ଥାରେ ବୈଷୟିକ ଜ୍ଞାନ କୌଶଳ କିପରି ସହାୟକ ହୋଇଛି, ସେ ସଂପର୍କରେ ବୈଠକରେ ସମୀକ୍ଷାକର।ଯାଇଥିଲା। ୨୦୨୪ ଜୁନ ମାସ ଠାରୁ ବିଭିନ୍ନ ମାଧ୍ୟମରେ ଗୃହୀତ ହୋଇଥିବା ଜନ ଅଭିଯୋଗ ମଧ୍ୟରେ ଅଦ୍ୟାବଧି …

ଯକ୍ଷ୍ମା ବିରୋଧୀ ଲଢ଼େଇରେ ସାମୁହିକ ଉଦ୍ୟମ ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର: ଯକ୍ଷ୍ମା ବିରୋଧୀ ଲଢ଼େଇରେ ସାମୁହିକ ଉଦ୍ୟମ ଗୁରୁତ୍ତ୍ୱପୂର୍ଣ୍ଣ ବୋଲି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି କହିଛନ୍ତି। ଚଳିତ ଜୁନ ୨୪ ତାରିଖ ଦିନ ରାଜଭବନରେ  ରାଜ୍ୟରେ ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନର ପ୍ରଗତି ସମ୍ପର୍କରେ ସମୀକ୍ଷା ଅବସରରେ ରାଜ୍ୟପାଳ ଏହା କହିଛନ୍ତି । ଯକ୍ଷ୍ମା ନିରାକରଣ  ଦିଗରେ ଜାତୀୟ ଲକ୍ଷ୍ୟ ହାସଲ କରିବାରେ ଗୋଷ୍ଠୀ  ସମ୍ପୃକ୍ତି ଏବଂ ସାମାଜିକ ଦାୟିତ୍ୱବୋଧ  ଉପରେ ରାଜ୍ୟପାଳ ଗୁରୁତ୍ୱାରୋପ କରିଥିଲେ । ଯକ୍ଷ୍ମା ରୋଗୀଙ୍କୁ ପୋଷ୍ୟ ଭାବେ…

ଆର୍ଥିକ ସହାୟତା ଏବଂ ସାଧନଯୋଗ୍ୟ ଅନ୍ତର ପାଣ୍ଠି ପାଇଁ ଓଡ଼ିଶା ସରକାରଙ୍କ ଦାବି

ପାଟନା: କେନ୍ଦ୍ର ଶକ୍ତି ମନ୍ତ୍ରୀ ମନୋହରଲାଲଙ୍କ ଅଧ୍ୟକ୍ଷତାରେ ବିହାରର ପାଟନାରେ ପୂର୍ବାଞ୍ଚଳ ରାଜ୍ୟ ଏବଂ କେନ୍ଦ୍ରଶାସିତ ପ୍ରଦେଶର ରାଜ୍ୟ ଶକ୍ତି ମନ୍ତ୍ରୀ ଏବଂ ଶକ୍ତି ସଚିବମାନଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ସମ୍ମିଳନୀରେ ଯୋଗ ଦେଇ ଓଡ଼ିଶାର ବିଦ୍ୟୁତ୍ କ୍ଷେତ୍ର ଉପରେ ଆଲୋକପାତ କରିଛନ୍ତି। ଶ୍ରୀ ସିଂହଦେଓ କହିଛନ୍ତି ଯେ, ଓଡ଼ିଶା ଏକ ସ୍ଥିର, ସବୁଜ ଏବଂ ଭବିଷ୍ୟତ ପାଇଁ ପ୍ରସ୍ତୁତ ବିଦ୍ୟୁତ୍…

ଓଡ଼ିଶାର ଟେକ୍ନୋଲୋଜି ଅଭିବୃଦ୍ଧିରେ ଯୋଡ଼ିହେଲା ଲଜାଇଲର ବିଶ୍ୱସ୍ତରୀୟ ନବସୃଜନ କେନ୍ଦ୍ର

ଭୁବନେଶ୍ୱର: ଓଡ଼ିଶାକୁ ଏକ ବିଶ୍ୱସ୍ତରୀୟ ଟେକ୍ନୋଲୋଜି ହବରେ ପରିଣତ କରିବାପାଇଁ ରାଜ୍ୟ ସରକାର ପ୍ରୟାସ ଜାରି ରଖିଛନ୍ତି। ଅତ୍ୟାଧୁନିକ କର୍ମଶକ୍ତି ପରିଚାଳନା, ସାମର୍ଥ୍ୟର ଅପ୍ଟିମାଇଜେସନ୍ ଏବଂ ନବସୃଜନ ତଥା ଉତ୍କର୍ଷ ପ୍ରତି ପ୍ରତିବଦ୍ଧତା ରଖି ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଲଜାଇଲ୍ ଏହାର ନୂତନ ସହାୟକ କମ୍ପାନୀ ଏବଂ ବିଶ୍ୱସ୍ତରୀୟ ନବସୃଜନ କେନ୍ଦ୍ର ଓଡ଼ିଶାରେ ଉଦଘାଟନ କରିଛି। କାର୍ଯ୍ୟକ୍ରମ ଆରମ୍ଭରେ ଲଜାଇଲର ପ୍ରତିଷ୍ଠାତା ତଥା ସିଇଓ ପୂର୍ଣ୍ଣ ମିଶ୍ର ଏକ ଉପସ୍ଥାପନାରେ ସେ ଅତ୍ୟାଧୁନିକ କର୍ମଶକ୍ତି…

ଅନ୍ୟ ରାଜ୍ୟର ପ୍ରତିଷ୍ଠା ଦିବସ ପାଳନ ଜାତୀୟ ଏକତା ପ୍ରତି ପ୍ରତିବଦ୍ଧତାକୁ ସୁଦୃଢ କରୁଛି- ରାଜ୍ୟପାଳ

ଭୁବନେଶ୍ୱର: ରାଜଭବନରେ ଅନ୍ୟ ରାଜ୍ୟର ପ୍ରତିଷ୍ଠା ଦିବସ ପାଳନ ଜାତୀୟ ଏକତା, ପ୍ରଗତି ଏବଂ ଜାତୀୟ ଗର୍ବ ପ୍ରତି ଆମର ପ୍ରତିବଦ୍ଧତାକୁ ସୁଦୃଢ  କରୁଛି ବୋଲି ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି  କହିଛନ୍ତି। ଚଳିତ ଜୁନ ୨୧ ତାରିଖ ଅପରାହ୍ନରେ ନ୍ୟୁ ଅଭିଷେକ ହଲ ଠାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ  ପଶ୍ଚିମବଙ୍ଗ  ରାଜ୍ୟର ପ୍ରତିଷ୍ଠା ଦିବସ ପାଳନ ଅବସରରେ ରାଜ୍ୟପାଳ ଏହା କହିଛନ୍ତି। ଏହି ସମାରୋହରେ ଉଦବୋଧନ ଦେଇ  ରାଜ୍ୟପାଳ କହିଥିଲେ ଯେ, ପ୍ରତ୍ୟେକ…

” ରାଜ୍ୟ ଜଳ ନୀତି”  ପ୍ରଣୟନ ସମ୍ପର୍କରେ ଉନ୍ନୟନ କମିଶନରଙ୍କ  ଆଲୋଚନା

ଭୁବନେଶ୍ୱର: ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ବିଭାଗର ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନଙ୍କ ସହିତ ବିଭାଗୀୟ କାର୍ଯ୍ୟ ଓ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ସମୀକ୍ଷା କରିଥିଲେl ଏହି ଅବସରରେ ସେ ନୂଆ ରାଜ୍ୟ ଜଳନୀତି ପ୍ରଣୟନ ସମ୍ପର୍କରେ ଆଲୋଚନା କରିଥିଲେl ସମନ୍ୱିତ ଜଳ ପରିଚାଳନା ଏବଂ ଜଳ ସଂରକ୍ଷଣ ପାଇଁ ନୂଆ ଜଳ ନୀତି ପ୍ରଣୟନର ବିଭିନ୍ନ ଦିଗ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା l ଏଥି ସହିତ ବିଭିନ୍ନ…

ନ୍ୟାସନାଲ ଆକ୍ଵାଟିକ୍: ପ୍ରଥମ ଦିନରେ ଓଡ଼ିଶା ପାଇଁ ସ୍ବର୍ଣ୍ଣ ଜିତିଲେ କ୍ରୀଡ଼ାବିତ୍‌ ସୃଷ୍ଟି ଉପାଧ୍ୟାୟ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ୭୮ତମ ସିନିୟର ନ୍ୟାସନାଲ୍ ଆକ୍ଵାଟିକ୍ ଚାମ୍ପିୟନସିପ୍ ପ୍ରତିଯୋଗିତା (ସନ୍ତରଣ ପ୍ରତିଯୋଗିତା) ଅନୁଷ୍ଠିତ ହେଉଛି। ଏହି ପ୍ରତିଯୋଗିତା ଜୁନ୍ ୨୨ ତାରିଖ ଠାରୁ ଆରମ୍ଭ ହୋଇ ଜୁନ୍ ୨୬ ତାରିଖ ପର୍ଯ୍ୟନ୍ତ ହେବ। ସ୍ବିମିଙ୍ଗ ଫେଡ଼େରେସନ୍‌ ଅଫ୍ ଇଣ୍ଡିଆ, ଓଡ଼ିଶା ଷ୍ଟେଟ୍ ସ୍ବିମିଙ୍ଗ ଆସୋସିଏସନ୍‌ ଏବଂ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଏହି ପ୍ରତିଯୋଗିତାରେ ସମଗ୍ର ଦେଶରୁ ପ୍ରାୟ ୪୦୦ରୁ ଉର୍ଦ୍ଧ୍ଵ ପ୍ରତିଯୋଗୀ…