ଲିଙ୍ଗଭିତ୍ତିକ ହିଂସା ଏବଂ ପୀଡିତାମାନଙ୍କ ମାନସିକ ଆଘାତ ଯତ୍ନ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା
ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନ ସଭା ଗୃହରେ ଲିଙ୍ଗଭିତ୍ତିକ ହିଂସା ଏବଂ ପୀଡିତାମାନଙ୍କ ମାନସିକ ଆଘାତ ଯତ୍ନ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଲିଙ୍ଗଭିତ୍ତିକ ହିଂସା ପ୍ରତି ସରକାର ଶୂନ୍ୟ ସହନଶୀଳତା ନୀତି ଆପଣେଇଛନ୍ତି ବୋଲି ଦୃଢ ମତ ରଖିଥିଲେ। ସଖୀ-ୱାନ ଷ୍ଟପ ସେଣ୍ଟର ଭଳି କେନ୍ଦ୍ରମାନଙ୍କରେ ରହୁଥିବା ପୀଡିତମାନଙ୍କ…


