ଓଡ଼ିଶାରେ ଆସାମ ବିଧାନସଭାର ପବ୍ଲିକ୍ ଅଣ୍ଡରଟେକିଙ୍ଗ୍ କମିଟି
ଭୁବନେଶ୍ୱର: ଆସାମ ବିଧାନସଭା ପବ୍ଲିକ୍ ଅଣ୍ଡରଟେକିଙ୍ଗ୍ କମିଟିର ସଦସ୍ୟମାନେ ଓଡ଼ିଶା ଗସ୍ତରେ ଆସି ବାଚସ୍ପତି ସୁରମା ପାଢ଼ୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ। ରାମେନ୍ଦ୍ର ନାରାୟଣ କାଲିଟାଙ୍କ ଅଧ୍ୟକ୍ଷତାରେ ଆସିଥିବା ଏହି ପ୍ରତିନିଧି ମଣ୍ଡଳୀ ଓଡ଼ିଶା ବିଧାନସଭାର ବିଭିନ୍ନ କାର୍ଯ୍ୟଧାରା ସମ୍ପର୍କରେ ଅବଗତ ହେବା ସହ ରାଜ୍ୟ ବିଧାନସଭାର ପବ୍ଲିକ୍ ଅଣ୍ଡରଟେକିଙ୍ଗ୍ କମିଟିର ଅଧ୍ୟକ୍ଷ ପଦ୍ମଲୋଚନ ପଣ୍ଡା ଏବଂ ସଦସ୍ୟ ବିଧାୟକ ଅଶ୍ୱିନୀ କୁମାର ପାତ୍ର, ପଦ୍ମଚରଣ ହାଇବୁରୁ, ମନୋରଞ୍ଜନ ଦ୍ୟାନ ସାମନ୍ତରାୟ, ଅଖିଳ ଚନ୍ଦ୍ର ନାଏକ,…


