ରାଜାରାଣୀ ସଙ୍ଗୀତ ଉତ୍ସବ ଆମ ସଂସ୍କୃତି ଓ ପରମ୍ପରାର ଏକ ନିଚ୍ଛକ ନିଦର୍ଶନ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ରାଜାରାଣୀ ସଙ୍ଗୀତ ଉତ୍ସବ-୨୦୨୬ ଆୟୋଜିତ ହେଉଛି। ଜାନୁଆରୀ ୧୬ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ରାଜାରାଣୀ ମନ୍ଦିର ପ୍ରାଙ୍ଗଣରେ ରହିଥିବା ମୁକ୍ତାକାଶ ରଙ୍ଗମଞ୍ଚରେ ଏହି ସଙ୍ଗୀତ ଉତ୍ସବ ଆୟୋଜିତ ହେବ। ଉଦ୍ଘାଟନୀ ସନ୍ଧ୍ୟାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜାରାଣୀ ସଙ୍ଗୀତ ଉତ୍ସବକୁ ଆନୁଷ୍ଠାନିକ ଭାବେ…


