ଖରିଫ୍ ଧାନ କ୍ରୟ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି
ଭୁବନେଶ୍ୱର: ରାଜ୍ୟରେ ଖରିଫ ଋତୁ ଧାନ କ୍ରୟ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ଗତ ମାସ ୧୯ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରକ୍ରିୟା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏଥିପାଇଁ ଚାଷୀମାନଙ୍କ ମଧ୍ୟରେ ପଞ୍ଜୀକରଣ ପାଇଁ ଆଗ୍ରହ ପରିଲକ୍ଷିତ ହେଉଛି। ଚାଷୀମାନେ ନିକଟସ୍ଥ ପ୍ରାଥମିକ କୃଷି ସମବାୟ ସମିତି ପ୍ୟାକସ୍, ଲ୍ୟାମ୍ପସ୍ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ କିମ୍ବା ପାଣିପଞ୍ଚାୟତରେ ଆଗୁଆ ପଞ୍ଜୀକରଣ କରୁଛନ୍ତି। ଚଳିତ ବର୍ଷ ଆଜି…
