ହୀରାକୁଦ ସେଚାଞ୍ଚଳକୁ ସୁଷମ ଜଳ ବଣ୍ଟନ ପାଇଁ ଯୁଗାନ୍ତକାରୀ ପଦକ୍ଷେପ
ଭୁବନେଶ୍ୱର: ହୀରାକୁଦ ସେଚାଞ୍ଚଳ ଉନ୍ନୟନ ଯୋଜନାରେ ଏହାର ସେଚାଞ୍ଚଳକୁ ସୁଷମ ଜଳ ବଣ୍ଟନ ପାଇଁ ସରକାର ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ଅବହେଳିତ ହୋଇ ପଡିଥିବା ହୀରାକୁଦ ସେଚାଞ୍ଚଳର କରନାଳୀଗୁଡ଼ିକର ନବୀକରଣ ସକାଶେ ୮୫୫ କୋଟି ଟଙ୍କା ବ୍ୟୟ ଅଟକଳରେ “ହୀରାକୁଦ ସେଚାଞ୍ଚଳ ଉନ୍ନୟନ” ନାମରେ ଏକ ନୂତନ ଯୋଜନାକୁ ନୂତନ ସରକାର କ୍ୟାବିନେଟରେ ଅନୁମୋଦନ କରିଥିଲେ, ଯାହାକି କାର୍ୟ୍ୟକାରୀ କରାଯାଉଛି । ଏହା ଫଳରେ ହୀରାକୁଦ ସେଚ।ଞ୍ଚଳରେ ଥିବା ୧୫୧୦ କିମି ବିଶିଷ୍ଟ…
