‘ଢେଙ୍କାନାଳ ହେବ ଓଡିଶାର ସୌର ଶକ୍ତି ସମୃଦ୍ଧ ଜିଲ୍ଲା’
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ, ପ୍ରାୟ ୧୮୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ପ୍ରାୟ ୧୨୦ କୋଟି ଟଙ୍କା ବ୍ୟୟ ବରାଦରେ, ବାଜି ରାଉତ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ସୂଚନାଯୋଗ୍ୟ ଯେ, ୧୧୨ କୋଟି ଟଙ୍କାର ୧୨ ଟି…
