ବାଲିଯାତ୍ରାରେ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଉଦଘାଟିତ
କଟକ: ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଓଡ଼ିଆ ଅସ୍ମିତାର ବାର୍ତ୍ତାବହ। ଲୋକଙ୍କୁ ସୁଲଭ ମୂଲ୍ୟରେ ଏହି ବସ୍ତ୍ର ଯୋଗାଇ ଦେବା ଲକ୍ଷ୍ୟରେ ବାଲିଯାତ୍ରାରେ ବୟନିକା ଦ୍ୱାରା ସ୍ୱତନ୍ତ୍ର ହସ୍ତତନ୍ତ ମେଳାର ଆୟୋଜନ କରାଯାଇଛି ବୋଲି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର କହିଛନ୍ତି। ଐତିହାସିକ କଟକ ବାଲିଯାତ୍ରାରେ ଆୟୋଜିତ ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଗତ ବୁଧବାର ଦିନ ଉଦଘାଟନ କରିବା ଅବସରରେ ସେ ଏହା କହିଛନ୍ତି। ଏହି…


