ଆଧୁନିକ ଅଡିଟିଂ ସୁଶାସନର ଚାବିକାଠି: ରାଜ୍ୟପାଳ
ଭୁବନେଶ୍ୱର : ଆଧୁନିକ ଅଡିଟିଂ ଅଭ୍ୟାସ ସୁଶାସନର ଚାବିକାଠି ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି କହିଛନ୍ତି। ନଭେମ୍ବର ୨୮ ତାରିଖ ଦିନ ଜୟଦେବ ଭବନରେ ଅନୁଷ୍ଠିତ ପଞ୍ଚମ ଅଡିଟ୍ ସପ୍ତାହ ପାଳନର ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ଏହା କହିଛନ୍ତି। ଆଧୁନିକ ଶାସନର ସଠିକ୍ କାର୍ଯ୍ୟାନ୍ୱୟନ ପାଇଁ ଅଡିଟିଂ ଅଭ୍ୟାସକୁ ରୂପାନ୍ତରିତ କରିବାର ଆବଶ୍ୟକତା ଉପରେ ରାଜ୍ୟପାଳ ଗୁରୁତ୍ୱାରୋପ କରିଛନ୍ତି I ନିଜ ଉଦବୋଧନରେ ରାଜ୍ୟପାଳ କହିଥିଲେ ଯେ, ଆଧୁନିକ…


