“ଆକାଂକ୍ଷା ଯୋଜନା”ରେ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ମାଗଣା ଆବାସିକ ସୁବିଧା
ଭୁବନେଶ୍ୱର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପାଇଁ ୨୦୨୬–୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନା କରିଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଏହି ଅବସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇ ମନ୍ତ୍ରୀ ଶ୍ରୀ ଗଣ୍ଡ ଆଦିବାସୀ, ଅନୁସୂଚିତ ଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗର ଶିକ୍ଷା, ଜୀବିକା ଓ ସାମାଜିକ ଉନ୍ନତିକୁ ଲକ୍ଷ୍ୟରେ ରଖି ବଜେଟ୍ ପ୍ରସ୍ତୁତ ହୋଇଥିବା ମତ ପ୍ରକାଶ କରିଛନ୍ତି। ଏହି…


