କ୍ୟାବିନେଟ୍ ବୈଠକରେ ୧୨ଟି ବିଭାଗର ୧୮ଟି ପ୍ରସ୍ତାବ ଆଲୋଚନା
ଭୁବନେଶ୍ୱର: ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୭ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛିl ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟ ବୈଠକର ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେl ବୈଠକରେ ୧୨ ଟି ବିଭାଗର ୧୮ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛିl ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ୧ଟି, ଶିଳ୍ପ ବିଭାଗର ୧ଟି, ଅର୍ଥ ବିଭାଗର ୧ଟି,…


