ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବଲାଙ୍ଗୀରରେ ହେବ ଚିନି କଳ, ଟେକ୍ସଟାଇଲ୍ ପାର୍କ

ଭୁବନେଶ୍ବର: ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡ଼ିକ ଆଜି କେବଳ ଯୋଜନା କାର୍ଯ୍ୟକାରୀ କରିବା ଭିତରେ ନିଜକୁ ସୀମିତ ରଖିନାହାନ୍ତି, ବରଂ ସାମାଜିକ, ଅର୍ଥନୈତିକ, ମୌଳିକ ସେବା ଭିତ୍ତିଭୂମି, ମାନବ କଲ୍ୟାଣ ତଥା ପ୍ରାକୃତିକ ସମ୍ବଳ ପରିଚାଳନା କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଲାଙ୍ଗୀରଠାରେ ରାଜ୍ୟସ୍ତରୀୟ ‘ଜାତୀୟ ପଞ୍ଚାୟତିରାଜ ଦିବସ’  ପାଳନ ଅବସରରେ କହିଛନ୍ତି। ମୁଖ୍ୟମନ୍ତ୍ରୀ  କହିଥିଲେ ଯେ ଜାତୀୟ ପଞ୍ଚାୟତିରାଜ ଦିବସ କେବଳ ଏକ ସମାବେଶ ନୁହେଁ, ଏହା ଗ୍ରାମାଞ୍ଚଳ…

ମୂଲ୍ୟ ସହାୟକ ଯୋଜନା ମାଧ୍ୟମରେ ଡାଲି ଓ ତୈଳବୀଜର କ୍ରୟ

ଭୁବନେଶ୍ୱର : କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହାନ ଓ ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ମଧ୍ୟରେ ଆଭାସୀ ମାଧ୍ୟମରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଭାରତ ସରକାର ରବି ୨୦୨୫-୨୬ ପାଇଁ ମୂଲ୍ୟ ସହାୟକ ଯୋଜନା ଅଧୀନରେ ଡାଲି ଏବଂ ତୈଳବୀଜ କ୍ରୟକୁ ଅନୁମୋଦନ କରିଛନ୍ତି। ଅନୁମୋଦନ ନିମନ୍ତେ ଓଡ଼ିଶା ସରକାରଙ୍କ ତରଫରୁ କେନ୍ଦ୍ର ସରକାରଙ୍କୁ ଅନୁଷ୍ଠାନିକ…

ଆମେରିକୀୟ କନସୁଲ୍ ଜେନେରାଲଙ୍କ ସହ ଦ୍ୱିପାକ୍ଷିକ ସମ୍ପର୍କ ଏବଂ ସବୁଜ ଶକ୍ତି ନବସୃଜନ ବିଷୟରେ ଆଲୋଚନା

ଭୁବନେଶ୍ୱର: ଆନ୍ତର୍ଜାତୀୟ ସହଯୋଗକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଆମେରିକାର କନସୁଲ୍ ଜେନେରାଲ୍ (Consul General) ମିସ୍ ଲୌରା ଲୋକସେବା ଭବନଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତରେ ଅକ୍ଷୟ ଶକ୍ତି, ସେମିକଣ୍ଡକ୍ଟର ନିର୍ମାଣ ଏବଂ ଓଡ଼ିଶାର ସମୃଦ୍ଧ ପର୍ଯ୍ୟଟନ ଓ ସାଂସ୍କୃତିକ ଐତିହ୍ୟର ପ୍ରସାର ଭଳି ପ୍ରମୁଖ କ୍ଷେତ୍ରଗୁଡ଼ିକ ଉପରେ ଆଲୋଚନା କରାଯାଇଥିଲା।ଏହି ଆଲୋଚନାର ମୁଖ୍ୟ ବିଷୟବସ୍ତୁ ଥିଲା ସ୍ଥାୟୀ ଶକ୍ତି ଆଡ଼କୁ ପରିବର୍ତ୍ତନ। ଉପମୁଖ୍ୟମନ୍ତ୍ରୀ…

ଓଡ଼ିଶାରେ ଆରମ୍ଭ ହୋଇଛି ଦ୍ୱିତୀୟ ଶିଳ୍ପ ବିପ୍ଳବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇନ୍ଫୋଭେଲି-ll, ଖୋର୍ଦ୍ଧାଠାରେ ୱେ-ଟ୍ରାକ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ଅତ୍ୟାଧୁନିକ ମାନୁଫାକ୍ଚରିଙ୍ଗ୍ ୟୁନିଟ୍‌ର ଶୁଭ ଉଦ୍‌ଘାଟନ କରିଛନ୍ତି। ଓଡ଼ିଶା ମାଟିରୁ ଓଡ଼ିଆ ଉଦ୍ୟୋଗୀଙ୍କ ଦ୍ଵାରା ଆରମ୍ଭ ହୋଇଥିବା ଏହି ବ୍ରାଣ୍ଡ୍ ସ୍ମାର୍ଟ ଇନଫ୍ରାସ୍ଟ୍ରକ୍ଚର୍ ଓ AI କ୍ଷେତ୍ରରେ ଦେଶର ଏକ ପ୍ରମୁଖ ସଂସ୍ଥା ଭାବେ ଉଭା ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରି ୱେ-ଟ୍ରାକ୍‌ ଇଣ୍ଡିଆର ସମସ୍ତ ଟିମ୍ ମେମ୍ବରକୁ ଅଭିନନ୍ଦନ ଜଣାଇଥିଲେ। ୱେ-ଟ୍ରାକ୍‌ ଇଣ୍ଡିଆ ଆଜି ଭାରତର ଚତୁର୍ଥ…

‘ଓଡ଼ିଶା ପାଇଁ ଏକ ନୂତନ ବିକାଶର ଯୁଗର ଆରମ୍ଭ ହୋଇଛି’

ଭୁବନେଶ୍ୱର : ସୂଚନା ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଆଉ ଏକ ପାଦେ ଆଗେଇଛି ଓଡ଼ିଶା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୃଢ଼ ଆତ୍ମବିଶ୍ୱାସ ଏବଂ ଇଛାଶକ୍ତି ବଳରେ ଓଡ଼ିଶାର ଶିଳ୍ପ ବିପ୍ଳବ ଯାତ୍ରାରେ ଆଉ ଏକ ଐତିହାସିକ ଅଧ୍ୟାୟ ଯୋଡ଼ା ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏବଂ  କେନ୍ଦ୍ରୀୟ ଇଲେକ୍ଟ୍ରୋନିକ୍ସ ଓ ଆଇଟି ତଥା ରେଳ ମନ୍ତ୍ରୀ ଖୋର୍ଦ୍ଧା ଜିଲ୍ଲାର ଇନ୍‌ଫୋ ଭ୍ୟାଲି ଠାରେ ପ୍ରତିଷ୍ଠିତ ସେମିକଣ୍ଡକ୍ଟର ସଂସ୍ଥା 3D Glass Solution ର ଅତ୍ୟାଧୁନିକ ଗ୍ଲାସ୍…

କୃଷି ଭବନଠାରେ ଜିଲ୍ଲା ମତ୍ସ୍ୟ ଅଧିକାରୀମାନଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଜିଲ୍ଲା ମତ୍ସ୍ୟ ଅଧିକାରୀମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ସ୍ଥାନୀୟ କୃଷିଭବନ ଅଡିଟୋରିଅମ ଠାରେ ଅନୁଷ୍ଠିତ ହୋଇଯାଇଛି।  ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏଥିରେ ଅଧ୍ୟକ୍ଷତା କରିଥିଲେ।  ମନ୍ତ୍ରୀ ଶ୍ରୀ ମଲ୍ଲିକ କହିଥିଲେ ଯେ, ଗ୍ରାମାଞ୍ଚଳର ଚାଷୀଟିଏ ବିକଶିତ ହେଲେ ହିଁ ବିକଶିତ ଓଡ଼ିଶା ମାଧ୍ୟମରେ ବିକଶିତ ଭାରତର ସ୍ୱପ୍ନ ସାକାର ହୋଇପାରିବ। ଏହି ଅବସରରେ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ…

ଓଡ଼ିଶା ଷ୍ଟିଲ ପ୍ରଡ୍ୟୁସର୍ସ ଆସୋସିଏସନର ସଭାପତି ହେଲେ ଅସିତ ତ୍ରିପାଠୀ

ଭୁବନେଶ୍ୱର : ରାଜ୍ୟର ଇସ୍ପାତ କମ୍ପାନିଗୁଡ଼ିକୁ ନେଇ ନୂତନ ଭାବେ ଗଠିତ ଶିଳ୍ପ ସଂଘ ଓଡ଼ିଶା ଷ୍ଟିଲ ପ୍ରଡ୍ୟୁସର୍ସ ଆସୋସିଏସନ (ଓଏସପିଏ)ର ସଭାପତି ଭାବେ ଅବସରପ୍ରାପ୍ତ ଆଇଏଏସ ଅଧିକାରୀ ଅସିତ ତ୍ରିପାଠୀ ସର୍ବସମ୍ମତି କ୍ରମେ ମନୋନୀତ ହୋଇଛନ୍ତି। ପ୍ରଶାସନ, ନୀତି ନିର୍ଦ୍ଧାରଣ ଓ ଶିଳ୍ପ ବିକାଶ କ୍ଷେତ୍ରରେରେ ଅନେକ ଦଶନ୍ଧିର ଅଭିଜ୍ଞତା ସହ ଶ୍ରୀ ତ୍ରିପାଠୀ ବର୍ତ୍ତମାନ ଜିନ୍ଦଲ ଷ୍ଟିଲର ଆଡଭାଇଜର ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କ ମନୋନୟନ ସରକାର ଓ ଶିଳ୍ପ ଜଗତ ମଧ୍ୟରେ ଏକ ଉତ୍ତମ…

ସାମୁଦ୍ରିକ ପର୍ଯ୍ୟାବରଣର ସୁରକ୍ଷା ସହିତ ଅର୍ଥନୀତିର ବିକାଶ ପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ MoU ସ୍ବାକ୍ଷରିତ

ଭୁବନେଶ୍ୱର : ରାଜ୍ୟରେ ଉପକୂଳ ଅର୍ଥନୀତି ତଥା ସାମୁଦ୍ରିକ ପର୍ଯ୍ୟାବରଣରେ ସନ୍ତୁଳନ ରକ୍ଷାକରିବାର ଲକ୍ଷ୍ୟ ନେଇ ରାଜ୍ୟ ସରକାର କାର୍ଯ୍ୟକାରୀ କରିବେ ଏକ ମେରାଇନ୍ ସ୍ପାସିଆଲ୍ ପ୍ଲାନ୍ ବା MSP। ଏଥିପାଇଁ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ କେନ୍ଦ୍ର ସରକାରଙ୍କ ପୃଥ୍ବୀ-ବିଜ୍ଞାନ ମନ୍ତ୍ରାଳୟ (Ministry of Earth Science) ମଧ୍ୟରେ ଲୋକସଭା ଭବନରେ ଏକ MoU ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ବିଜ୍ଞାନ…

ସମସ୍ତ ପୌରସଂସ୍ଥାରେ ‘ଓସୱାସ’ କାର୍ଯ୍ୟକ୍ଷମ—ଡିଜିଟାଲ ପ୍ରଶାସନରେ ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର: ଡିଜିଟାଲ ରୂପାନ୍ତରଣ ମାଧ୍ୟମରେ ସହରାଞ୍ଚଳ ପ୍ରଶାସନକୁ ସୁଦୃଢ଼ କରିବା ଦିଗରେ ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଏକ ଐତିହାସିକ ସଫଳତା ଅର୍ଜନ କରିଛି। ରାଜ୍ୟର ସମସ୍ତ ୧୧୫ଟି ପୌରସଂସ୍ଥାରେ ‘ଓଡ଼ିଶା ସେକ୍ରେଟେରିଏଟ୍ ୱାର୍କଫ୍ଲୋ ଅଟୋମେସନ୍ ସିଷ୍ଟମ୍’ (ଓସୱାସ) ସଫଳତାର ସହ କାର୍ଯ୍ୟକ୍ଷମ କରାଯାଇଛି। ଏହି ପଦକ୍ଷେପ ପାରମ୍ପରିକ କାଗଜପତ୍ର ଭିତ୍ତିକ ପ୍ରଣାଳୀକୁ ପରିବର୍ତ୍ତନ କରି ଏକ ସମନ୍ୱିତ, ଦକ୍ଷ ଓ ସ୍ୱଚ୍ଛ ଡିଜିଟାଲ କାର୍ଯ୍ୟଧାରା ସ୍ଥାପନ କରିଛି। ରାଜ୍ୟର ୫ଟି…

ବିଦ୍ୟୁତ୍ ବିଲ୍ ବକେୟା ଥିଲେ ମଧ୍ୟ ଗ୍ରୀଷ୍ମ ଋତୁରେ କଟିବନି ସଂଯୋଗ

ଭୁବନେଶ୍ୱର: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ, କନକ ବର୍ଦ୍ଧନ ସିଂହଦେଓ ନିର୍ଦ୍ଦେଶ ଦେଇଛନ୍ତି ଯେ, ୨୦୨୬ର ଏହି ପ୍ରଚଣ୍ଡ ଗ୍ରୀଷ୍ମ ସମୟରେ ମୌସୁମୀ ଆସିବା ପର୍ଯ୍ୟନ୍ତ ବକେୟା ବିଦ୍ୟୁତ୍ ବିଲ୍ ଥିଲେ ମଧ୍ୟ କୌଣସି ଘରୋଇ ଗ୍ରାହକଙ୍କ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ କରାଯିବ ନାହିଁ। ଉପମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ବିଲ୍ ପୈଠ ନକରିବା କାରଣରୁ କୌଣସି ବି ଡ଼ିସକମ୍ (DISCOM) ଦ୍ୱାରା ଘରୋଇ ଗ୍ରାହକଙ୍କ ଅଘୋଷିତ…